ଓଡ଼ିଶା ଫେରିବେ ଆଇଏଏସ ମନୋଜ ଆହୁଜା

୧୯୯୦ ବ୍ୟାଚ୍‌ର ବରିଷ୍ଠ ଆଇଏଏସ୍‌ ହେଉଛନ୍ତି ମନୋଜ ଆହୁଜା । ଏବେ କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ସଚିବ ଅଛନ୍ତି ମନୋଜ ଆହୁଜା । ମନୋଜଙ୍କୁ ଓଡ଼ିଶା ଫେରାଇବା ନେଇ କ୍ୟାବିନେଟ କମିଟିର ମଂଜୁରୀ ହୋଇଛି । ରାଜ୍ୟ ସରକାରଙ୍କ ଆବେଦନ ଆଧାରରେ ମଂଜୁରୀ ଦେଲା କ୍ୟାବିନେଟ ।ତେବେ ଆଗକୁ ସେ ତାଙ୍କର…

ଜୁନ୍ ୨୮ରେ ହେବ ଜୁନିୟର ଆସିଷ୍ଟାଣ୍ଟ କମ୍ପ୍ୟୁଟର ଦକ୍ଷତା ଟେଷ୍ଟ

ସିଏଚଏସଇ) ଓଡ଼ିଶା ଓ ମାଧ୍ୟମିକ ଶିକ୍ଷା ପରିଷଦ (ବିଏସଇ)ରେ ଜୁନିୟର ଆସିଷ୍ଟାଣ୍ଟ ନିଯୁକ୍ତିକୁ ନେଇ ଆସିଛି ଏକ ବଡ଼ ଅପଡେଟ୍ । ଗତ ୧୯ ତାରିଖରେ ଏହି ପଦର ପ୍ରିଲିମିନାରୀ ପରୀକ୍ଷା ଅନୁଷ୍ଠିତ ହୋଇଥିଲା । ଏହା ମଧ୍ୟରେ ଏହି ପଦ ପାଇଁ କମ୍ପ୍ୟୁଟର ଦକ୍ଷତା ଟେଷ୍ଟର ଶିଡ୍ୟୁଲ ଜାରି କରାଯାଇଛି ।…

ଆମାଜନ ଆଣିଲା ବମ୍ପର ଅଫର

ସାମସଙ୍ଗ ଗାଲେକ୍ସି ଏମ-୩୪ ୫ଜି ଏବେ ଆମାଜନରେ ବଜାର ଦରଠାରୁ ଶସ୍ତାରେ ମିଳିପାରୁଛି । ମାର୍କେଟରେ ଏହାର ପ୍ରାଇସ୍ ୧୯ ହଜାର ୯୯୯ ଟଙ୍କା ହୋଇଥିବା ବେଳେ ଆମାଜନରେ ଏହା ୧୨ ହଜାର ୯୯୯ ଟଙ୍କାରେ କିଣିପାରିବେ । ଯଦି ଆପଣମାନେ ସାମସଙ୍ଗ ମୋବାଇଲ ପସନ୍ଦ କରୁଥାନ୍ତି । ତେବେ ତୁରନ୍ତ ଏହି ସୁଯୋଗର…

୫ଜି ସ୍ପେକ୍ଟ୍ରମ ନିଲାମ ପୁଣି ଥରେ ଆରମ୍ଭ

୫ଜି ସ୍ପେକ୍ଟ୍ରମ ନିଲାମ ପୁଣି ଥରେ ଆରମ୍ଭ ହୋଇଛି। ଏଥର ସରକାର ୯୬ ହଜାର କୋଟି ଟଙ୍କାର ସ୍ପେକ୍ଟ୍ରମ୍ ନିଲାମ ପାଇଁ ରଖିଛନ୍ତି। ଏହା ପୂର୍ବରୁ ୨୦୨୨ରେ ହୋଇଥିବା ୫ଜି ସ୍ପେକ୍ଟ୍ରମ ନିଲାମରେ ସରକାର ୧.୫ ଲକ୍ଷ କୋଟି ଟଙ୍କା ଆୟ କରିଥିଲେ। ଏଥର ମଧ୍ୟ ସ୍ପେକ୍ଟ୍ରମ୍ ନିଲାମରୁ ସରକାର ପ୍ରଚୁର ଆୟ…

ୟୁକ୍ରେନ୍‌ର ପ୍ରମୁଖ ସହର କ୍ରିମିଆକୁ ରୁଷ୍‌ ନିଜ ଦଖଲକୁ ନେଇସାରିଛି,ଆକ୍ରମଣର ପରିଣାମ ନାଟୋ ଭୋଗିବ

ୟୁକ୍ରେନ୍‌ର ପ୍ରମୁଖ ସହର କ୍ରିମିଆକୁ ରୁଷ୍‌ ନିଜ ଦଖଲକୁ ନେଇସାରିଛି। ରବିବାର ଏହି ସହର ଉପରେ ଆମେରିକା ଓ ନାଟୋର ଯୁଦ୍ଧାସ୍ତ୍ର ସହାୟତାରେ ୟୁକ୍ରେନ୍‌ ଘାତକ ଆକ୍ରମଣ କରିଥିଲା। ଏଥିରେ ୪ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୫୧ଜଣ ଆହତ ହୋଇଥିଲେ। ଏହି ଘଟଣାରେ ରୁଷ୍‌ ତୀବ୍ର ପ୍ରତିକ୍ରିୟା…

ଭଉଣୀ ବିବାହ ଓ ଭୋଜିରେ ଅନୁପସ୍ଥିତ ଦୁଇ ଭାଇ

ଅଭିନେତ୍ରୀ ସୋନାକ୍ଷୀ ସିହ୍ନା ତାଙ୍କ ଜୀବନର ଏକ ନୂଆ ପର୍ଯ୍ୟାୟରେ ପାଦ ଦେଇସାରିଛନ୍ତି। ସେ ତାଙ୍କର ପ୍ରେମିକ ଜହିର ଇକବାଲଙ୍କୁ ଜୁନ୍ ୨୩ରେ ବିବାହ କରିଥିଲେ। ଦିନରେ ସୋନାକ୍ଷୀ କୋର୍ଟ ମ୍ୟାରେଜ୍ କରିଥିଲେ, ଯେଉଁଥିରେ କେବଳ ଘନିଷ୍ଠ ବନ୍ଧୁ ଏବଂ ପରିବାର ସଦସ୍ୟଙ୍କୁ ନିମନ୍ତ୍ରଣ…

ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଶେଷ : ନବ ଯୌବନ ଦର୍ଶନ ବନ୍ଦ କରିବାକୁ ନିଷ୍ପତି

ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଶେଷ ହୋଇଛି । ଛତିଶା ନିଯୋଗ ବୈଠକରେ ହୋଇଥିବା ନିଷ୍ପତିକୁ କାଏମ ରଖିବାକୁ ଏହି ବୈଠକରେ ନିଷ୍ପତି ହୋଇଛି । ରଥଯାତ୍ରା ବ୍ୟବସ୍ଥାବଳି ଓ ନୀତି ନିର୍ଘଣ୍ଟକୁ ଅନୁମୋଦନ କରିଛି କମିଟି । ତେବେ ନୀତି ତ୍ୱରାନ୍ୱିତ କରିବାକୁ ନବ ଯୌବନ ଦର୍ଶନ ବନ୍ଦ କରିବାକୁ…

ବିଜେଡି ସଙ୍ଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ସରକାରୀ ଘରେ ଭଙ୍ଗା ଚାଲିଛି

ବିଜେଡି ସଙ୍ଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ସରକାରୀ କ୍ୱାର୍ଟର୍ସ ପରିସରରେ ନିର୍ମାଣ କରିଥିବା ରାଜପ୍ରସାଦ ପରି ଘରକୁ ଏବେ ଭାଙ୍ଗିବାରେ ଲାଗିଛନ୍ତି।ଆଜି ଏନେଇ ଗଣମାଧ୍ୟମରେ ଖବର ପ୍ରକାଶ ପରେ ଉକ୍ତ କ୍ୱାର୍ଟର୍ସ ପରିସରେ ଜଣେ ଖବରଦାତାଙ୍କୁ ତାଲା ପକାଇ ଦିଆଯାଇଥିବା ଅଭିଯୋଗ ହୋଇଛି।…

ସଂସଦରେ ଶପଥ ଗ୍ରହଣ:ଆଜି ଦ୍ୱିତୀୟ ଦିନରେ ବାକି ଥିବା ଓଡିଆ ସାଂସଦ ଶପଥ ଗ୍ରହଣ କରିଛନ୍ତି

ଓଡିଶାର ସାଂସଦମାନେ ଆଜି ସଂସଦରେ ଶପଥ ଗ୍ରହଣ କରିଛନ୍ତି । ଗତକାଲି କାମଚଳା ବାଚସ୍ପତି ଭାବେ ପ୍ରଥମେ କଟକ ସାଂସଦ ଭର୍ତ୍ତୃହରି ମହତାବଙ୍କୁ ଶପଥ ପାଠ କରାଇଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହାପରେ ଦୁଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଜୁଏଲ୍ ଓରାମ ଲୋକସଭାରେ ପ୍ରଥମେ ଶପଥ…

୨୭ ଓ ୨୮ ରେ ‘ମେଗା ନିଯୁକ୍ତି ମେଳା’  ଆରମ୍ଭ ହେବ

୨୦୨୪ ଜୁଲାଇ ୨୭ ଓ ୨୮ ରେ ଭୁବନେଶ୍ୱରର ଲୁମ୍ବିନି କନ୍‌ଭେନ୍ସନଠାରେ ଇଣ୍ଡିଆନ ଚାମ୍ବର ଅଫ୍‌ କମର୍ସ(ଆଇସିସି)ର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ‘ମେଗା ନିଯୁକ୍ତି ମେଳା’  ଆରମ୍ଭ ହେବ ବୋଲି ବିସ୍ତୃତ ଭାବେ ସୂଚନା ଦିଆଯାଇଛି ।ଏହି ପରିପ୍ରେକ୍ଷୀରେ ସୋମବାର ଆଇସିସି ଓଡ଼ିଶା ରାଜ୍ୟ ପରିଷଦ…