ଟି-୨୦ ବିଶ୍ୱକପ : ଆଜି ଭାରତ -ବାଂଲାଦେଶ ମୁକାବିଲା

ଟି-୨୦ ବିଶ୍ୱକପ ୨୦୨୪ ସୁପର-୮ ଗ୍ରୁପ-ଏ ରେ ଭାରତ ଶନିବାର ବାଂଲାଦେଶକୁ ଭେଟିବ। ଶୀର୍ଷ ବ୍ୟାଟିଂ କ୍ରମ ପୁଣି ଥରେ ନିରାଶ କରିଥିଲେ ମଧ୍ୟ ଦଳଗତ ପ୍ରଦର୍ଶନରେ ଭାରତ ପ୍ରଥମ ମ୍ୟାଚ୍‌କୁ ସହଜରେ ଜିତିପାରିଥିଲା। ଅନ୍ୟପକ୍ଷରେ ବାଂଲାଦେଶ ପ୍ରଥମ ମ୍ୟାଚ୍‌ରେ ଅଷ୍ଟ୍ରେଲିଆଠୁ ପରାଜିତ ହେବା ପରେ…

ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା: ରତ୍ନବେଦୀ ଛାଡ଼ି ସ୍ନାନ ବେଦୀରେ ବିରାଜିଲେ ବଡ଼ଠାକୁର

ଧାଡ଼ିପହଣ୍ଡିରେ ଆସି ରତ୍ନବେଦୀ ଛାଡ଼ି ସ୍ନାନ ବେଦୀରେ ବିରାଜିଲେ ବଡ଼ଠାକୁର ବଳଭଦ୍ର। ଆଜି ଭୋର୍ ୫ଟାରୁ ଧାଡ଼ି ପହଣ୍ଡି ଆରମ୍ଭ ହୋଇଥିଲା। ତାଙ୍କ ପଛେ ପଛେ ଭଉଣୀ ସୁଭଦ୍ରା ଓ କାଳିଆ ସାଆନ୍ତ ଆସୁଛନ୍ତି। ମହାପ୍ରଭୁଙ୍କ ସ୍ନାନଯାତ୍ରା ପାଇଁ ଲୋକାରଣ୍ୟ ହୋଇଛି ବଡ଼ଦାଣ୍ଡ। ଆଜି ୧୦୮ ଗରା ସୁବାସିତ…

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ପ୍ରତିଦିନ ୨ ଘଣ୍ଟା ପାଇଁ ଲୋକଙ୍କ ଅଭିଯୋଗ ଶୁଣିବେ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ପ୍ରତିଦିନ ୨ ଘଣ୍ଟା ପାଇଁ ଲୋକଙ୍କ ଅଭିଯୋଗ ଶୁଣିବେ। ଶୁକ୍ରବାରଠାରୁ ଏହି ଅଭିଯୋଗ ଶୁଣାଣି ଆରମ୍ଭ ହେବ। ଭୁବନେଶ୍ବରରେ ଥିବା ବେଳେ ରାଜ୍ୟ ଅତିଥି ଭବନ କାର୍ଯ୍ୟାଳୟରେ ଅପରାହ୍ନ ୩ଟାରୁ ୫ଟା ପର୍ଯ୍ୟନ୍ତ ଲୋକଙ୍କ ସମସ୍ୟା ଶୁଣିବେ ଏବଂ ଅଭିଯୋଗପତ୍ର ଗ୍ରହଣ କରି…

ଆକ୍ସନରେ ଭରପୁର ଏକ ନୂଆ ପ୍ରୋଜେକ୍ଟ ନେଇ ଆସୁଛନ୍ତି ସନି ଦେଓଲ

ସନି ଦେଓଲଙ୍କ ପ୍ରଶଂସକଙ୍କ ପାଇଁ ଖୁସି ଖବର। ଆକ୍ସନରେ ଭରପୁର ଏକ ନୂଆ ପ୍ରୋଜେକ୍ଟ ନେଇ ଆସୁଛନ୍ତି ଅଭିନେତା। ଦକ୍ଷିଣ ଭାରତୀୟ ନିର୍ଦେଶକ ଗୋପୀଚନ୍ଦ ସନି ଦେଓଲଙ୍କ ସହ ଏକ ବଡ଼ ଆକ୍ସନ ଚଳଚ୍ଚିତ୍ର ନିର୍ମାଣ କରୁଛନ୍ତି। ଫିଲ୍ମର ପ୍ରଥମ ପୋଷ୍ଟର ସାମ୍ନାକୁ ଆସିଛି। ଏହାର ନାମ ଅସ୍ଥାୟୀ ଭା​‌ବେ…

ଶୃଙ୍ଖଳିତ ସ୍ନାନଯାତ୍ରା ନେଇ ପୁଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି

ଆସନ୍ତାକାଲି ପବିତ୍ର ଦେବସ୍ନାନ ପୂର୍ଣ୍ଣମୀ। ଶୃଙ୍ଖଳିତ ସ୍ନାନଯାତ୍ରା ନେଇ ପୁରୀ ଏସପି ପିନାକ ମିଶ୍ର ଗଣମାଧ୍ୟମକୁ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ନେଇ ପୁଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ସମୁଦାୟ ୪ ଜଣ ଏସପି ରାଙ୍କ୍ ର ଅଫିସର,୧୨ ଜଣ…

15 ମିନିଟରେ ଡେଲିଭରି କରିବାକୁ ଟାର୍ଗେଟ୍ କରୁଛି ଫ୍ଲିପକାର୍ଟ

ଇକମର୍ସ ସଂସ୍ଥା ଫ୍ଲିପକାର୍ଟ ଏହାର ତ୍ୱରିତ ଡେଲିଭରି ଆପ୍ ‘ଫ୍ଲିପକାର୍ଟ ମିନିଟ୍ସ’ ଜୁଲାଇରେ ଆରମ୍ଭ କରିବାକୁ ଯାଉଛି। ଗତ କିଛି ବର୍ଷ ମଧ୍ୟରେ ଦ୍ରୁତ ବାଣିଜ୍ୟ ସ୍ଥାନକୁ ପ୍ରବେଶ କରିବାକୁ ଦୁଇଥର ବିଫଳ ପ୍ରୟାସ ପରେ ଫ୍ଲିପକାର୍ଟର ଏହାର ତୃତୀୟ ପ୍ରୟାସ ହେବ। ରିପୋର୍ଟ ଅନୁଯାୟୀ “ଫ୍ଲିପକାର୍ଟ…

ଛତା ତଳେ ଯୋଗ ଅଭ୍ୟାସ

ଯୋଗ ଦିବସ ସାରା ବିଶ୍ୱରେ ପାଳନ କରାଯାଉଛି। ଯୋଗ କରୁଥିବା ଲୋକଙ୍କ ଫଟୋ କ୍ରମାଗତ ଭାବରେ ସୋସିଆଲ ମିଡିଆରେ ଦେଖାଯାଉଛି। ଜାପାନର ଭାରତୀୟ ଦୂତାବାସ ଏଠାରେ ଥିବା ସୁକିଜି ହଙ୍ଗୱାନଜୀ ମନ୍ଦିରରେ ଯୋଗ ଦିବସ ଉତ୍ସବ ଆୟୋଜନ କରିଥିଲା, ଯେଉଁଥିରେ କୂଟନୀତିଜ୍ଞ ତଥା ଭାରତୀୟ ବିଦେଶୀ ସମେତ ଦେଶର…

କଂଗ୍ରେସ ଭବନରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳି ମାଡ

କଂଗ୍ରେସ ଭବନରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳି ମାଡ କରିଛନ୍ତି ଅସନ୍ତୁଷ୍ଟ ଯୁବକ  । ମୁହଁରେ ମୁଖା ପିନ୍ଧି ଆସି କାଳିମାଡ କରିଥିବା ଭିଡିଓରେ ଦେଖିବାକୁ ମିଳିଛି । କାଳିମାଡ କରିବା ସହ ପିସିସି ସଭାପତିଙ୍କ ବିରୋଧରେ ନାରା ବାଜି କରିଥିବା ମଧ୍ୟ ଦେଖିବାକୁ ମିଳିଛି । ତେବେ…

ଇଣ୍ଡୋନେସିଆରେ ଭୂକମ୍ପ ଅନୁଭୂତ

ଇଣ୍ଡୋନେସିଆରେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତହୋଇଛି। ଶୁକ୍ରବାର ସକାଳେ ପୂର୍ବ ଉଚ୍ଚଭୂମିରେ ଥିବା ପାପୁଆ ପ୍ରଦେଶରେ ୫.୭ ମ୍ୟାଗ୍ନିଚ୍ୟୁଡର ଏକ ଭୂକମ୍ପ ଘଟିଛି। ତେବେ ଭୂକମ୍ପ ପରେ କୌଣସି ସୁନାମି ଚେତାବନୀ ଦିଆଯାଇ ନାହିଁ।ଇଣ୍ଡୋନେସିଆର ପାଣିପାଗ ବିଭାଗ ଅନୁଯାୟୀ, ସ୍ଥାନୀୟ ସମୟ ସକାଳ

ଖୁବଶୀଘ୍ର ବାଣୀବିହାରରେ ପୁଣି କାର୍ଯ୍ୟକ୍ଷମ ହେବ ଯୋଗ ବିଭାଗ – କ୍ରୀଡ଼ା ମନ୍ତ୍ରୀ

ଆଜି ବିଶ୍ବ ଯୋଗ ଦିବସ  ।  ଏହି ଅବସରରେ ଖୁବଶୀଘ୍ର ବାଣୀବିହାରରେ ପୁଣି କାର୍ଯ୍ୟକ୍ଷମ ହେବ ଯୋଗ ବିଭାଗ । କୌଣସି କାରଣ ପାଇଁ ଦୀର୍ଘଦିନ ହେବ ବନ୍ଦ ରହିଛି ବିଭାଗ । ସାରା ବିଶ୍ୱ ଏବେ ଯୋଗକୁ ଗୁରୁତ୍ୱ ଦେଉଥିବାରୁ ପୁଣିଥରେ ବାଣୀବିହାରରେ ଯୋଗ ବିଭାଗ କାର୍ଯ୍ୟକ୍ଷମ ହେବା ନେଇ ସୂଚନା…