ପାଭୋ ନୁର୍ମି କ୍ରୀଡ଼ାରେ ନୀରଜ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି

ଅଲିମ୍ପିକ୍ ତଥା ବିଶ୍ବ ବିଜେତା ଭାରତୀୟ ଜାଭ୍‌ଲିନ୍‌ ତାରକା ନୀରଜ ଚୋପ୍ରା ଚମତ୍କାର ଢ଼ଙ୍ଗରେ ପ୍ରତିଯୋଗିତାକୁ ଫେରିଛନ୍ତି। ଫିନଲ୍ୟାଣ୍ଡ୍‌ର ଟୁର୍କୁରେ ମଙ୍ଗଳବାର ଖେଳାଯାଇଥିବା ପାଭୋ ନୁର୍ମି କ୍ରୀଡ଼ାରେ ନୀରଜ ସ୍ବର୍ଣ୍ଣ ପଦକ ଜିତି ପ୍ୟାରିସ୍ ଅଲିମ୍ପିକ୍ସ ପୂର୍ବରୁ ନିଜ ଆତ୍ମବିଶ୍ବାସ…

ଡିପଥେରିଆ ସଂକ୍ରମଣ ବଢ଼ିବା ପରେ ଆଜିଠୁ ଦିଆଯିବ ବୁଷ୍ଟର ଡୋଜ

ଡିପଥେରିଆ ସଂକ୍ରମଣ ବଢ଼ିବା ପରେ ରାୟଗଡ଼ା କାଶୀପୁରରେ ଆଜିଠୁ ଦିଆଯିବ ବୁଷ୍ଟର ଡୋଜ । ଏକ ବର୍ଷ ବୟସ କିମ୍ବା ତାଠାରୁ କମ ବୟସର ଶିଶୁଙ୍କୁ ପେଣ୍ଟା ଡୋଜ ଦିଆଯିବ । ସେହିପରି ୫ରୁ ୧୫ ବର୍ଷ ବୟସ୍କଙ୍କୁ ଦିଆଯିବ ଟିଡି ଡୋଜ୍ । ଏନେଇ ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ନିର୍ଦ୍ଦେଶିକା ଡାକ୍ତର ସଂଯୁକ୍ତା…

ଆଜିର ରାଶିଫଳ

ମେଷ: ଲେଖକ ଓ କଳାକାରଙ୍କ ଲାଗି ଦିନଟି ବହୁତ ଭଲ। ଆର୍ଥିକ ସ୍ଥିତି ପୂର୍ବାପେକ୍ଷା ସୁଦୃଢ଼ ହେବ। ନୂଆ ବ୍ୟବସାୟ ଲାଗି ଦିନଟି ଶୁଭ। ପାରିବାରିକ ଜୀବନ ଶାନ୍ତିମୟ ହେବ। ‌- ବୃଷ: ଶାରୀରିକ ଓ ମାନସିକ ରୂପେ ଠିକ୍ ରହିବେ। କାମର ପ୍ରଶଂସା ହୋଇପାରେ। ସରକାରୀ ଚାକିରିଆଙ୍କର ଭଲ ଜାଗାକୁ ବଦଳି…

ଶେୟାର ବଜାର ବୃଦ୍ଧି

ଶେୟାର ବଜାର କାରବାରରେ କ୍ରମାଗତ ଭାବେ ବୃଦ୍ଧି ପରିଲକ୍ଷିତ ହୋଇଛି। ଏପରିକି ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ ବା ବିଏସ୍‌ଇ ସେନ୍‌ସେକ୍ସ ଅଲ ଟାଇମ ହାଇ ବା ସର୍ବୋଚ୍ଚସ୍ତର (୭୭,୩୪୭ ଅଙ୍କ) ରେ ପହଞ୍ଚତ୍ଥିଲାବେଳେ ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ ବା ଏନ୍‌ଏସ୍‌ଇ ନିଫ୍ଟର କାରବାର ମଧ୍ୟ ନୂତନ ରେକର୍ଡ…

ଉଦ୍‌ଘାଟନ ପୂର୍ବରୁ ଭୁଶୁଡ଼ିଲା

ବିହାରର ଅରାରିଆ ଜିଲାର ଆଉ ଏକ ନିର୍ମାଣାଧୀନ ବ୍ରିଜ୍‌ ଭୁଶୁଡି ପଡ଼ିଛି। ଶିଖୀ ବ୍ଲକ ଏବଂ କୁର୍ସାକାଟାକୁ ସଂଯୋଗ କରିବା ପାଇଁ ଏହି ସେତୁ ନିର୍ମାଣ କରାଯାଉଥିଲା। ଏହା ଅଞ୍ଚଳର ବକରା ନଦୀ ଉପରେ ନିର୍ମାଣ କରାଯାଉଥିଲା। ତେବେ ଉଦଘାଟନ ପୂର୍ବରୁ ବ୍ରିଜଟି ଭୁଶୁଡ଼ିବା ପରେ ଏହାର ନିର୍ମାଣରେ…

୩ଦିନ ଗୁଳୁଗୁଳି, ୨୦ରୁ ପ୍ରବଳ ବର୍ଷା

ତାତି ଓ ଗୁଳୁଗୁଳିରୁ ମୁକ୍ତି ମିଳିବ ତାହା ସ୍ପଷ୍ଟ ହୋଇପାରୁ ନାହିଁ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ବର୍ଷା ହେବା ନେଇ ଦିଆଯାଉଥିବା ପୂର୍ବାନୁମାନ ସୂଚନା ଠିକ୍‌ ହେଉନାହିଁ। ତାରିଖ ପରେ ତାରିଖ ବଦଳୁଥିଲେ ମଧ୍ୟ ଏଯାଏ ରାଜ୍ୟରେ ମୌସୁମୀ ବର୍ଷାର ଦେଖାନାହିଁ। ଫଳରେ…

ଥରିଲା ଇରାନ

ଶକ୍ତିଶାଳୀ ଭୂକମ୍ପ ଝଟ୍‌କାରେ ଥରିଲା ଇରାନ। ରିକ୍ଟର ସ୍କେଲରେ ଏହାର ତିବ୍ରତା ୪.୯ ରହିଥିଲା। ତେବେ ରଜାଭି ଖୋରାସାନ ପ୍ରଦେଶର କଶ୍ମୀର କାଉଣ୍ଟିଂରେ ମଙ୍ଗଳବାର ଭୂକମ୍ପ ଅନୁଭୂତ ହୋଇଥିଲା। ଏଥିରେ ଅତିକମ୍‌ରେ ୪ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୨୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଏନେଇ ସୂଚନା…

ମୁକୁଳା ଡ଼୍ରେନ ନେଲା ନାବାଳକର ଜୀବନ

ସ୍ଥାନୀୟ ୟୁନିଟ-୩ ମସଜିଦ କଲୋନି ନିକଟରେ ମଙ୍ଗଳବାର ଅପରାହ୍‌ଣରେ ନାଳରେ ଭାସିଯାଇ ୮ ବର୍ଷ ବୟସର ନାବାଳକ ଶିଶୁର ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ସାମାଜିଗ ଗଣମାଧ୍ୟମ ‘ଏକ୍ସ’ରେ ଟୁଇଟ୍‌ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଏହି ଘଟଣା ମତେ…

ଜାହାଜ ଦୁର୍ଘଟଣାରେ ୧୧ ଜଣ ପ୍ରବାସୀଙ୍କ ମୃତ୍ୟୁ ଘଟିଥିବା ବେଳେ ୬୬ ଜଣ ନିଖୋଜ

ଇଟାଲୀ ଉପକୂଳରେ ମଙ୍ଗଳବାର ଦୁଇଟି ଜାହାଜ ଦୁର୍ଘଟଣାରେ ୧୧ ଜଣ ପ୍ରବାସୀଙ୍କ ମୃତ୍ୟୁ ଘଟିଥିବା ବେଳେ ୬୬ ଜଣ ନିଖୋଜ ଅଛନ୍ତି। ଇଟାଲୀ କର୍ତ୍ତୃପକ୍ଷ କହିଛନ୍ତି, ଇଟାଲୀ ଉପକୂଳ ନିକଟରେ ଦୁଇଟି ପ୍ରବାସୀ ଡଙ୍ଗା ଦୁର୍ଘଟଣାର ସମ୍ମୁଖୀନ ହେବାର କିଛି ଘଣ୍ଟା ପରେ ତଟରକ୍ଷୀ ବାହିନୀ ପକ୍ଷରୁ…

ଚାଷୀଙ୍କ ଖାତାକୁ ଆସିଲା ପ୍ରଧାନମନ୍ତ୍ରୀ କିଷାନ ଟଙ୍କା

ଚାଷୀଙ୍କ ଖାତାକୁ ଆସିଲା ପ୍ରଧାନମନ୍ତ୍ରୀ କିଷାନ ଟଙ୍କା । ଆଜି ବାରାଣସୀରୁ ଦେଶର ୯କୋଟିରୁ ଉଦ୍ଧ୍ୱର୍ ଚାଷୀଙ୍କ ଖାତାକୁ ଟଙ୍କା ପଠାଇଛନ୍ତି ପ୍ରଧାନମନ୍ତ୍ରୀ । ତୃତୀୟ ଥର ଦେଶର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବା ପରେ ଚାଷୀଙ୍କ ପାଇଁ ପ୍ରଥମ ଦସ୍ତଖତ କରିଥିଲେ ନରେନ୍ଦ୍ର ମୋଦୀ । ମଙ୍ଗଳବାର ଏହା…