ଆଜି ଶପଥ ନେବେ ଚନ୍ଦ୍ରାବାବୁ
ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ତେଲୁଗୁଦେଶମ୍ ପାର୍ଟି (ଟିଡିପି)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ଏନ୍. ଚନ୍ଦ୍ରାବାବୁ ନାଇଡୁଙ୍କୁ ମଙ୍ଗଳବାର ଏନ୍ଡିଏର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ନିର୍ବାଚିତ କରାଯାଇଛି। ସେ ବୁଧବାର ବିଭାଜିତ ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଦ୍ୱିତୀୟ ଥର ପାଇଁ…