ସାବଧାନ ! ହେୟାର କଲର କରୁଥିଲେ

କେଶ ଝଡ଼ିବା ସମସ୍ୟା ଦିନକୁ ଦିନ ବ୍ୟତିବ୍ୟସ୍ତ କରାଉଛି । ସମସ୍ତେ କେଶକୁ ନେଇ ଟିକିଏ ଅଧିକ ଚିନ୍ତିତ । ବର୍ତ୍ତମାନ ସମୟରେ ଅଧିକାଂଶ ଲୋକଙ୍କର କେଶ ଧଳା ପଡ଼ୁଥିବାର ଦେଖିବାକୁ ମିଳୁଛି । ତେବେ ଏହି ଧଳା କେଶକୁ ଲୁଚାଇବାକୁ ଯାଇ କେଶରେ ବିଭିନ୍ନ ପ୍ରକାର କେମିକାଲ ରଙ୍ଗ ପ୍ରୟୋଗ କରିଥାନ୍ତି…

୭୦ ଟଙ୍କାରୁ ବି କମ୍‌ରେ ମିଳୁଛି ଡାଟା ପ୍ୟାକ୍

ଜିଓର ଏପରି ୫ଟି ରିଚାର୍ଜ ଯୋଜନା ଅଛି, ଯେଉଁଥିରେ କୌଣସି ଦୈନିକ ସୀମା ବିନ ଡାଟା ସୁବିଧା ମିଳିବ। ଆହୁରି ମଧ୍ୟ, ଏହି ପ୍ରିପେଡ୍ ରିଚାର୍ଜ ଯୋଜନାଗୁଡ଼ିକର ମୂଲ୍ୟ ୭୦ରୁ କମ୍ ରହିଛି।ଦେଶର ସର୍ବୋଚ୍ଚ ତଥା ପ୍ରସିଦ୍ଧ ଟେଲିକମ୍ କମ୍ପାନୀ ରିଲାଏନ୍ସ ଜିଓ ଏହାର ଉପଭୋକ୍ତାମାନଙ୍କୁ ୭୦ ଟଙ୍କାରୁ ବି…

ଶ୍ରୀମନ୍ଦିର ଚାରିଦ୍ବାର ଖୋଲିବାକୁ ଯୋଜନା

୧୨ ତାରିଖରେ ବିଜେପି ଓଡ଼ିଶାରେ ସରକାର ଗଢ଼ିବାକୁ ଯାଉଥିବାରୁ ୪ ଦିନ ମଧ୍ୟରେ ଚାରିଦ୍ବାର ଖୋଲିବା ନେଇ ବିଜେପିର ତୁଙ୍ଗ ନେତାମାନେ ପ୍ରତିଶ୍ରୁତି ଦେଇଥିଲେ। ଏହିଦୃଷ୍ଟିରୁ ୧୩ ତାରିଖ ବେଳକୁ ଭକ୍ତମାନଙ୍କ ପ୍ରବେଶ ଲାଗି ଚାରିଦ୍ବାରରେ କୌଣସି ପ୍ରତିବନ୍ଧକ ନଥିବ। ଏହିଭଳି ଏକ ଚର୍ଚ୍ଚା ଆରମ୍ଭ…

ମାଲାଓ୍ବିର ଉପରାଷ୍ଟ୍ରପତି ବିମାନ ନିଖୋଜ

ମାଲାଓ୍ବିର ଉପରାଷ୍ଟ୍ରପତି ଏବଂ ଅନ୍ୟ ୯ଜଣଙ୍କୁ ନେଇ ଏକ ସାମରିକ ବିମାନ ନିଖୋଜ ହୋଇଯାଇଛି। ବିମାନର ସନ୍ଧାନ ଜାରି ରହିଛି। ମାଲାଓ୍ବି ରାଷ୍ଟ୍ରପତି ଲାଜରସ ଚକୱେରାଙ୍କ କାର୍ଯ୍ୟାଳୟ କହିଛି ଯେ ଉପରାଷ୍ଟ୍ରପତି ସାଉଲୋସ ଚିଲିମା ଏବଂ ଅନ୍ୟମାନଙ୍କୁ ନେଇ ଯାଉଥିବା ବିମାନ ସ୍ଥାନୀୟ ସମୟ ୯ଟା ୧୭ରେ…

ଆଜି ସ୍ପଷ୍ଟ ହୋଇଯିବ !

ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ମଙ୍ଗଳବାର ବିଧାୟକ ଦଳ ବୈଠକ ୪ଟା ୩୦ ମିନିଟ୍‌ରେ ଅନୁଷ୍ଠିତ ହେବ। ଏହି ବୈଠକରେ ପର୍ଯ୍ୟବେକ୍ଷକ ଭାବେ କେନ୍ଦ୍ରରୁ ଦାୟିତ୍ୱ ପାଇଥିବା କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂ ଏବଂ ଭୂପେନ୍ଦ୍ର ଯାଦବ ଉପସ୍ଥିତ ରହିବେ। ଏହାପରେ ରାଜ୍ୟପାଳଙ୍କୁ ଦାବି ଉପସ୍ଥାପନ ପାଇଁ…

‘ପଞ୍ଚାୟତ ୩’

ବହୁ ପ୍ରତୀକ୍ଷିତ ୨୦୨୪ ମେ ମାସରେ ମୁକ୍ତିଲାଭ କରିଥି ‘ପଞ୍ଚାୟତ ୩’ ଓ୍ବେବ୍‌ ସିରିଜକୁ ଦର୍ଶକଙ୍କର ବେଶ୍‌ ଭଲପାଇବା ମିଳିଛି। ଏହି ସିରିଜରେ ଜିତେନ୍ଦ୍ର କୁମାର, ରଘୁବୀର ଯାଦବ, ନୀନା ଗୁପ୍ତା, ଚନ୍ଦନ ରାୟଙ୍କ ଭଳି ଅଭିନେତାମାନେ ଦର୍ଶକଙ୍କୁ ନିଜ ଅଭିନୟର ଜଲଓ୍ବା ଦେଖାଇ ସଫଳତା ପାଇଛନ୍ତି।…

ଆରମ୍ଭରୁ ଲାଲ୍‌ ହୋଇଗଲା ଶେୟାର ମାର୍କେଟ୍‌

ସପ୍ତାହର ପ୍ରଥମ ଦିନ ଅର୍ଥାତ ସୋମବାର ଶେୟାର ମାର୍କେଟ ଏହାର ପୁରୁଣା ରେକର୍ଡ ଭାଙ୍ଗି ନୂଆ ଇତିହାସ ରଚିଥିଲା। ହେଲେ କାରବାର ଶେଷ ବେଳକୁ ବଜାରରେ ହ୍ରାସ ହୋଇଥିଲା । ଆଇଟି ଏବଂ ବ୍ୟାଙ୍କିଙ୍ଗ୍‌ ସେକ୍ଟର ଭଲ କାରବାର ହୋଇଥିଲା । ଏହି ଷ୍ଟକ୍ସରୁ ନିବେଶକ ଭଲ ଲାଭ କରିଥିଲେ । ସେନ୍‌ସେକ୍ସ ୫୯୦…

ଆଗାମୀ ୩ରୁ ୪ ଦିନ ପର୍ଯ୍ୟନ୍ତ ବି ମୌସୁମୀ ଆଗକୁ ବଢ଼ି ନ ପାରେ – ପାଣିପାଗ ବିଜ୍ଞାନ କେନ୍ଦ୍ର

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି, ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆଗକୁ ଅଗ୍ରସର ହେବା ପାଇଁ ଅନୁକୂଳ ସ୍ଥିତି ନାହିଁ। ଆଗାମୀ ୩ରୁ ୪ ଦିନ ପର୍ଯ୍ୟନ୍ତ ବି ମୌସୁମୀ ଆଗକୁ ବଢ଼ି ନ ପାରେ। ଏବେ ଉତ୍ତର ପଶ୍ଚିମ ଦିଗରୁ ପବନ ବହୁଛି।…

ଯୁକ୍ତ୨ କଳା, ବିଜ୍ଞାନ, ବାଣିଜ୍ୟ ଏବଂ ଧନ୍ଦାମୂଳକ ଶିକ୍ଷାର ଇନ୍‌ଷ୍ଟାଣ୍ଟ ପରୀକ୍ଷା ପାଇଁ ଆଜି ଠାରୁ ଦ୍ୱିତୀୟ…

ଚଳିତବର୍ଷ ଯୁକ୍ତ୨ କଳା, ବିଜ୍ଞାନ, ବାଣିଜ୍ୟ ଏବଂ ଧନ୍ଦାମୂଳକ ଶିକ୍ଷାର ଇନ୍‌ଷ୍ଟାଣ୍ଟ ପରୀକ୍ଷା ପାଇଁ ମଙ୍ଗଳବାରଠାରୁ ଦ୍ୱିତୀୟ ପର୍ଯ୍ୟାୟ ଆବେଦନ ଆରମ୍ଭ ହେବ। ଆସନ୍ତା ୧୨ ତାରିଖରେ ଆବେଦନ ଶେଷ ହେବାକୁ ଥିବାବେଳେ ୧୩ ତାରିଖ ସୁଦ୍ଧା ଆବେଦନକାରୀ ସେମାନଙ୍କର ଡକ୍ୟୁମେଣ୍ଟ ଅପ୍‌ଲୋଡ୍‌ କରିବେ।…

ସିକ୍କିମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ପ୍ରେମ ସିଂହ ତମାଙ୍ଗ

ସିକ୍କିମ କ୍ରାନ୍ତିକାରୀ ମୋର୍ଚ୍ଚା (ଏସ‌୍‌କେଏମ୍‌) ସୁପ୍ରି‌ମୋ ପ୍ରେମ ସିଂହ ତମା‌ଙ୍ଗ ଲଗାତାର ଦ୍ବିତୀୟ ଥର ପାଇଁ ଆଜି ସିକ୍କିମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ପାଲଜୋର ଷ୍ଟାଡିୟମରେ ଆୟୋଜିତ ଉତ୍ସବରେ ରାଜ୍ୟପାଳ ଲକ୍ଷ୍ମଣ ପ୍ରସାଦ ଆଚାର୍ଯ୍ୟ ୫୬ ବର୍ଷୀୟ ତମାଙ୍ଗଙ୍କୁ ଶପଥ ପାଠ…