ଆଜି ଅପରାହ୍ନରେ ବିଜେପିର ବିଧାୟକ ଦଳ ବୈଠକ

ନିର୍ବାଚନ ଫଳାଫଳ ଘୋଷଣାର ଗୋଟିଏ ସପ୍ତାହ ହୋଇଥିଲେ ବି କିଏ ମୁଖ୍ୟମନ୍ତ୍ରୀ ହେବେ ଏଯାଏଁ କାହାରିକୁ ଜଣାନାହିଁ । କେବଳ ବିଜେପି ନେତା ଓ କର୍ମୀ ନୁହଁନ୍ତି । ସାରା ରାଜ୍ୟବାସୀ ଚାହିଁ ବସିଛନ୍ତି ଏ ବିଷୟରେ ଜାଣିବା ପାଇଁ ।ଆଜି ବିଜେପିର ବିଧାୟକ ଦଳ ବୈଠକ ବସିବ ଏବଂ ବୈଠକରେ ସର୍ବସମ୍ମତି…

ଗ୍ରୀଷ୍ମଋତୁରେ ଅଧିକ ଅଣ୍ଡା ଶରୀର ପାଇଁ ହାନିକାରକ

ଖରା ଦିନରେ ଅଣ୍ଡା ଖାଇବା ଦ୍ୱାରା ଶରୀର ଆହୁରି ଗରମ ହୋଇଯାଏ ଏବଂ ପିଲାମାନେ ଖାସ କରି ଏହାକୁ ଖାଇବା ଦ୍ୱାରା ବିଶେଷ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି। ବାସ୍ତବରେ ଏହା ସମ୍ପୂର୍ଣ୍ଣ ସତ୍ୟ ନୁହେଁ। ଅଣ୍ଡା ଏକ ସୁପର ଫୁଡ୍‌‌ ଏହା ଶରୀରରେ ଅନେକ ପୋଷକ ତତ୍ତ୍ୱର ଅଭାବକୁ ସହଜରେ ଦୂର କରିପାରିବ।…

ବର ଶୋଭାଯାତ୍ରାରେ ଦୁଲୁକିଲା ଏକାମ୍ରକ୍ଷେତ୍ର

ବର ଦେଉଳରୁ କନିଆ ଘର ସବୁଠିଥିଲା ଉତ୍ସାହର ପରିବେଶ । ଶୋଭାଯାତ୍ରାରେ ଦୁଲୁକିଲା ଏକାମ୍ରକ୍ଷେତ୍ର । ବଡସିଂହାର ବେଶ ପରେ ପ୍ରଭୁ ଲିଙ୍ଗରାଜଙ୍କ ଚଳନ୍ତି ପ୍ରତିମା ବିମାନରେ ବାହାରିଥିଲେ କନିଆ ଘର । ବର ଯାତ୍ରୀଙ୍କୁ ନେଇ ବିରାଟ ପଟୁଆରର କେଦାରଗୌରୀ ମନ୍ଦିରରେ ପହଞ୍ଚିିଥିଲେ ପ୍ରଭୁ ଲିଙ୍ଗରାଜ ।…

ଓଡ଼ିଶା ଜାତୀୟ ମାନ୍ୟତା ସନ୍ତରଣ ପ୍ରତିଯୋଗିତା – ଓଡ଼ିଶାକୁ ୫ ପଦକ

ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମ୍‌ସ୍ଥିତ ସନ୍ତରଣାଗାରରେ ଆରମ୍ଭ ହୋଇଛି ଦ୍ବିତୀୟ ଓଡ଼ିଶା ଜାତୀୟ ମାନ୍ୟତା ସନ୍ତରଣ ପ୍ରତିଯୋଗିତା (ଫାଇନାଲ୍‌)। ଏହି ତିନି ଦିନିଆ ପ୍ରତିଯୋଗିତାର ପ୍ରଥମ ଦିନରେ ଓଡ଼ିଆ ଖେଳାଳିଙ୍କ ଚମକ ଦେଖିବାକୁ ମିଳିଛି। ସୋମବାର ଗୋଟିଏ ସ୍ବର୍ଣ୍ଣ, ୩ ରୌପ୍ୟ ଓ ଗୋଟିଏ…

ଗରମ କାରଣରୁ ଗାଡ଼ି ‌ସୋ’ରୁମ୍‌ରେ ଗ୍ରାହକଙ୍କ ଭିଡ଼ ୧୮% ହ୍ରାସ

ଚଳିତ ବର୍ଷ ମେ’ ମାସରେ ଗାଡ଼ି ବିକ୍ରି ଗୁରୁତର ଭାବେ ପ୍ରଭାବିତ ହୋଇଛି। କାର୍ ଓ ଟ୍ରାକ୍ଟର ବିକ୍ରି ହ୍ରାସ ପାଇଛି। ପ୍ରବଳ ଗରମ କାରଣରୁ ‌ସୋ’ରୁମ୍‌ଗୁଡ଼ିକରେ ଗ୍ରାହକଙ୍କ ଭିଡ଼ ୧୮% ହ୍ରାସ ପାଇଥିଲା। ଗରମ ସାଙ୍ଗକୁ ‌ନିର୍ବାଚନ ତାତି ଗାଡ଼ି ବିକ୍ରିକୁ ଆହୁରି ପ୍ରଭାବିତ କରିଥିଲା। ଗାଡ଼ି…

ଆଜିର ରାଶିଫଳ

ମେଷ: ନିଜର କାମ ପୂରା କରିବା ଲାଗି କଠିନ ପରିଶ୍ରମ କରିବାକୁ ହେବ। ଦାମ୍ପତ୍ୟ ଜୀବନ ଭଲ ରହିବ। ପିଲାଙ୍କ ପଢ଼ା ସାମଗ୍ରୀ କିଣିବା ଲାଗି ବଜାରକୁ ଯିବେ। ବୃଷ: ପୂର୍ବ ନିବେଶରୁ ଆପଣଙ୍କୁ ଲାଭ ହେବ। ନିଜ ଯୋଜନାରେ ଲୋକଙ୍କୁ ସହମତ କରାଇନେବେ। ଅଫିସରେ ଆପଣଙ୍କ କାମ ଦେଖି କର୍ତ୍ତୃପକ୍ଷ ଖୁସି…

ମୋଦୀଙ୍କ ମନ୍ତ୍ରୀମଣ୍ଡଳରେ ବିଭାଗ ବଣ୍ଟନ

ପ୍ରଧାନମନ୍ତ୍ରୀ ଭାବେ ନରେନ୍ଦ୍ର ମୋଦୀ ଶପଥ ନେବାର ୪୮ ଘଣ୍ଟା ମଧ୍ୟରେ ମନ୍ତ୍ରୀମଣ୍ଡଳର ବିଭାଗ ବଣ୍ଟନ ହୋଇଛି । ଅମିତ ଶାହା : ଗୃହମନ୍ତ୍ରୀ ମନୋହରଲାଲା ଖଟ୍ଟର – ଶକ୍ତି, ଗୃହ ନିର୍ମାଣ, ନଗର ଉନ୍ନୟନ ଶିବରାଜ ସିଂ ଚୌହାନ- କୃଷିମନ୍ତ୍ରୀ ଜିତନ ରାମ ମାଞ୍ଝୀ- ଏମଏସଏମଇ…

ଇତିହାସ ରଚିଲା ସେୟାର ମାର୍କେଟ୍‌

ଦେଶରେ ପୁଣିଥରେ ମୋଦି ସରକାର ଆସିବା ପରେ ସେୟାର ବଜାରରେ ଉତ୍ସାହ ଦେଖିବାକୁ ମିଳିଥିଲା । ରବିବାର ନରେନ୍ଦ୍ର ମୋଦି ଏବଂ ତାଙ୍କ ସରକାର ଶପଥ ନେଇଥିବା ବେଳେ ଏହାର ପ୍ରଭାବ ସେୟାର ମାର୍କେଟ ଉପରେ ପଡ଼ିଛି । ସୋମବାର ମାର୍କେଟ ଜୋରଦାର୍‌ ବୃଦ୍ଧି ସହିତ ଖୋଲି ଥିଲା । ଏଥିସହିତ ସମସ୍ତ ରେକର୍ଡ…

ଆଲ୍‌କାରାଜଙ୍କୁ ତୃତୀୟ ଗ୍ରାଣ୍ଡ ସ୍ଲାମ୍‌ ମୁକୁଟ

ସ୍ପେନୀୟ ଯୁବ ତାରକା କାର୍ଲୋସ ଅଲ୍‌କାରାଜ ଗାର୍ଫିଆ ଫ୍ରେଞ୍ଚ ଓପନ୍‌ ପୁରୁଷ ଏକକ ଟ୍ରଫି ବିଜେତା ହୋଇଛନ୍ତି। ରବିବାର କଡ଼ା ସଂଘର୍ଷ ପୂର୍ଣ୍ଣ ଫ୍ରେଞ୍ଚ ଓପନ୍‌ ପୁରୁଷ ଏକକ ଫାଇନାଲ୍‌ରେ ଏହି ତୃତୀୟ ମାନ୍ୟତାପ୍ରାପ୍ତ ଖେଳାଳି ୬-୩, ୨-୬, ୫-୭, ୬-୧, ୬-୨ ସେଟ୍‌ରେ ଚତୁର୍ଥ ମାନ୍ୟତାପ୍ରାପ୍ତ…

ଜେଲିଓର ଅଲ୍‌ ନ୍ୟୁ ଗ୍ରାସି ସିରିଜ୍‌

ଦେଶର ପ୍ରମୁଖ ଇଲେକ୍ଟ୍ରି ଭେଇକିଲ ବା ଇଭି ଟୁହ୍ବିଲର ଷ୍ଟାର୍ଟଅପ ଜେଲିଓ ଇ-ବାଇକ୍ସର ଅଲ୍‌ ନ୍ୟୁ ଗ୍ରାସି ସିରିଜ୍‌ର ସର୍ବଭାରତୀୟ ଉନ୍ମୋଚନ (ଅନାବରଣ) ନିକଟରେ ହୋଇଯାଇଛି। ଏ ସମ୍ପର୍କରେ ଜେଲିଓ ଇ-ବାଇକ୍ସର ପ୍ରତିଷ୍ଠାତା ତଥା ପରିଚାଳନା ନିର୍ଦ୍ଦେଶକ କୁନାଲ ଆର୍ଯ୍ୟା କହିଛନ୍ତି, ଇଭି ବଜାରରେ…