ଜିନ୍‌ପିଙ୍ଗ୍‌ଙ୍କୁ ଭେଟିଲେ ଶରିଫ୍‌

ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ତୃତୀୟ ପାଳି ପାଇଁ ଶପଥ ନେବାକୁ ଯାଉଥିବାବେଳେ ଦୁଇ ପଡ଼ୋଶୀ ରାଷ୍ଟ୍ରମୁଖ୍ୟଙ୍କ ଏହି ଭେଟକୁ କୂଟନୈତିକ ସ୍ତରରେ ତାତ୍ପର୍ଯ୍ୟପୂର୍ଣ୍ଣ ମନେକରାଯାଉଛି। ପାକିସ୍ତାନ ପ୍ରଧାନମନ୍ତ୍ରୀ ଶୋହବାଜ୍‌ ଶରିଫ ଶୁକ୍ରବାର ବେଜିଂରେ ଚାଇନା ରାଷ୍ଟ୍ରପତି ଶି…

ବିଶ୍ବ ମହାସାଗର ଦିବସ

ଦିନକୁ ଦିନ ସମୁଦ୍ର କୂଳ ଲଙ୍ଘି ଉପକୂଳ ଆଡ଼କୁ ମାଡ଼ି ଆସୁଛି। ଗଞ୍ଜାମ ଜିଲ୍ଲାର ଗଞ୍ଜାମ, ଛତ୍ରପୁର, ରଂଗେଇଲୁଣ୍ଡା ଓ ଚିକିଟି ବ୍ଲକ୍‌ ଉପକୂଳ ଅଞ୍ଚଳରେ ରହିଛି। ଏହି ବ୍ଲକ୍‌ମାନଙ୍କର ସମୁଦ୍ରକୂଳ ସଂଲଗ୍ନ ଗାଁମାନଙ୍କ ପାଇଁ ବିପଦ ସୃଷ୍ଟି ହୋଇଛି। ସମୁଦ୍ର କୂଳ ଖାଇବା ଯୋଗୁଁ ଗଞ୍ଜାମ ବ୍ଲକ୍‌ର…

୪ଦିନ ଗ୍ରୀଷ୍ମପ୍ରବାହ: ୧୩ ଜିଲ୍ଲାକୁ କାଳବୈଶାଖୀ ସତର୍କତା

ଆସନ୍ତା ୩ରୁ ୪ଦିନ ମଧ୍ୟରେ ଦକ୍ଷିଣ ଓଡ଼ିଶାରେ ମୌସୁମୀ ବାୟୁ ପ୍ରବେଶ କରିବା ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ସ୍ପଷ୍ଟ କରିଛି।ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନରେ ଦିନ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି। ୧୦ ସ୍ଥାନରେ ସର୍ବାଧିକ ତାପମାତ୍ରା ୪୦ ଡିଗ୍ରୀ କିମ୍ବା ତା’ଠାରୁ ଅଧିକ…

ଖରାରେ ସିଝିବେ ରାଜ୍ୟବାସୀ

 ଆଗାମୀ ୪ ଦିନ ପର୍ଯ୍ୟନ୍ତ ଗ୍ରୀଷ୍ମପ୍ରବାହ ଜାରି ରହିବ । ମଝିରେ ମଝିରେ କାଳବୈଶାଖୀ ଏହି ଗ୍ରୀଷ୍ମ ପ୍ରବାହରୁ ଲୋକମାନଙ୍କୁ ଆଶ୍ୱସ୍ତି ଦେଉଛି ।ଏଥିରେ ଦିନର ତାପମାତ୍ରା ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବଢିପାରେ । ଉଷ୍ମ ଆର୍ଦ୍ର ଜଳବାୟୁ ସ୍ଥିତି ଲାଗିରହିବ । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର…

ପରଲୋକରେ ଫିଲ୍ମ ସିଟିର ବାଦଶାହା ରାମୋଜୀ ରାଓ

ପରଲୋକରେ ଫିଲ୍ମ ସିଟିର ବାଦଶାହା କୁହାଯାଉଥିବା ତଥା ଦେଶର ସବୁଠୁ ବଡ ଫିଲ୍ମ ସିଟିର ମାଲିକ ରାମୋଜୀ ରାଓ । ମୃତ୍ୟୁ ବେଳକୁ ତାଙ୍କୁ ୮୭ ବର୍ଷ ବୟସ ହୋଇଥିଲା । ରାମୋଜି ଗ୍ରୁପ୍ ଅଫ୍ କମ୍ପାନି ସହ ଦୀର୍ଘଦିନ ଧରି ଜଡ଼ିତ ଥିବା ରାମୋଜୀ ରାଓଙ୍କର ଶନିବାର ଭୋର ସମୟରେ ଦେହାନ୍ତ ହୋଇଛି। ତେଲୁଗୁ…

ଆୟର୍ଲାଣ୍ଡ୍‌କୁ ହରାଇଲା କାନାଡ଼ା

ଚଳିତ ଆଇସିସି ଟ୍ବେଣ୍ଟି-୨୦ ବିଶ୍ବକପ୍‌ର ତ୍ରୟୋଦଶ ମ୍ୟାଚ୍‌ରେ ଆୟର୍ଲାଣ୍ଡକୁ କାନାଡ଼ା ୧୨ ରନ୍‌ରେ ହରାଇ ଦେଇଛି। ଆୟର୍ଲାଣ୍ଡ୍‌ ସମ୍ମୁଖରେ ୧୩୮ ରନ୍‌ର ଲକ୍ଷ୍ୟ ରହିଥିଲେ ମଧ୍ୟ ଅପେକ୍ଷାକୃତ ଅଭିଜ୍ଞ ଏହି ଦଳ ୧୨୫ ରନ୍‌ରେ ଅଟକିଯାଇଛି। ଏଥି ସହ ଦ୍ବିତୀୟ ମ୍ୟାଚ୍‌ରୁ କାନାଡ଼ା ପ୍ରଥମ ବିଜୟ…

ଆଜିର ରାଶିଫଳ

ମେଷ: ଆପଣଙ୍କ ଭିତରେ ଆତ୍ମବିଶ୍ବାସ ଅଧିକତା ରହିବ। ଉନ୍ନତି ପାଇଁ ସୁଯୋଗ ପାଇବେ। ପାରିବାରିକ ସ୍ତରରେ ଖୁସି ବୃଦ୍ଧି ହେବ। ସନ୍ତାନ ଶିକ୍ଷାରେ ଉନ୍ନତି ହେବାର ସମ୍ଭାବନା। ପ୍ରେମ ସଂପର୍କ ନିବିଡ଼ ହେବ। ବୃଷ: କାର୍ଯ୍ୟ କ୍ଷେତ୍ରରେ ଲାଗି ରହିଥିବା ସମସ୍ୟାର ସମାଧାନ ଲାଗି ମାର୍ଗ ବାହାର…

୬ ମାସ ଛୁଟିରେ ସୁଜାତା

ବରିଷ୍ଠ ଆଇଏଏସ ଅଧିକାରୀ ସୁଜାତା ରାଉତ କାର୍ତିକେୟନ ଛଅ ମାସ ଛୁଟିରେ ଗଲେ । ନଭେମ୍ବର ୨୬ ତରିଖ ଯାଏଁ ସୁଜାତା ଛୁଟିରେ ରହିବେ। ଝିଅର ଦଶମ ପରୀକ୍ଷା ପ୍ରସ୍ତୁତି କାରଣ ଦର୍ଶାଇ ସେ ଛୁଟିରେ ରହିଥିବା ଜଣାପଡିଛି।ଗତ ସାଧାରଣ ନିର୍ବାଚନ ସମୟରେ ମିଶନ ଶକ୍ତି ବିଭାଗର ମୁଖ୍ୟ ଥିବା ସୁଜାତା ନିଜର…

ଏନଡିଏ ବୈଠକରେ ଓଡିଶା କଥା ଉଠାଇଲେ ମୋଦୀ

ଏନଡିଏ ବୈଠକରେ ଓଡିଶା କଥା ଉଠାଇଲେ ପ୍ରଧାନମନ୍ତ୍ରୀ ମୋଦୀ । ସମ୍ବିଧାନ ଭବନରେ ମହାପ୍ରଭୁଙ୍କୁ ମନେ ପକାଇବା ସହିତ ପ୍ରଭୁ ଜଗନ୍ନାଥଙ୍କୁ ଗରିବଙ୍କ ଦେବତା ବୋଲି କହିଛନ୍ତି ମୋଦୀ । ଖାଲି ସେତିକି ନୁହେଁ ଏଥର ଓଡିଶାରେ ଯେଉଁଭଳି କ୍ରାନ୍ତି ଦେଖିବାକୁ ମିଳିଲା, ତାକୁ ଦେଖି ଆଗାମୀ ୨୫ ବର୍ଷ…

ଟାଟାର ନୂଆ ଏସି

ସାଧାରଣତଃ ଟାଟା ଲୋକଙ୍କ ପ୍ରଥମ ପସନ୍ଦ ହୋଇଥାଏ। ଯଦି ଆପଣ ମଧ୍ୟ ଏକ ନୂଆ ଏସି କିଣିବାକୁ ଭାବୁଛନ୍ତି ତେବେ ଏହା ଆପଣଙ୍କ ପାଇଁ ଲାଭଦାୟକ ସାବ୍ୟସ୍ତ ହୋଇପାରେ। ଏଥିରେ ଆକର୍ଷଣୀୟ ଫିଚର୍‌ ସହ ମୂଲ୍ୟ ମଧ୍ୟ ବହୁତ କମ୍ ରହିଛି। ତେବେ ଆସନ୍ତୁ ଜାଣିବା ଏହି ଏସି ବିଷୟରେ, ଯାହା ବର୍ତ୍ତମାନ ଟାଟାର…