ଆମେରିକାରେ ଭୟଙ୍କର ଘୂର୍ଣ୍ଣିଝଡ଼

ଆମେରିକାରେ ଘାତକ ଘୂର୍ଣ୍ଣିଝଡ଼ ସୃଷ୍ଟି ହୋଇଛି। ସମ୍ପ୍ରତି ଏହି ଝଡ଼ରେ ପିଲାମାନଙ୍କ ସମେତ ୧୮ଜଣଙ୍କ ଜୀବନ ଯାଇଛି। ସିଏନଏନ ଏହି ସୂଚନା ଦେଇଛି । ଲକ୍ଷ ଲକ୍ଷ ଲୋକ ଏହି ଝଡ଼ର ଶିକାର ହୋଇଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ଝଡ଼ ପୂର୍ବ ଦିଗକୁ ଗଲାବେଳେ କୁଆପଥର ମାଡ ହେବାର ସମ୍ଭାବନା ମଧ୍ୟ…

ଆଜି ଆସୁଛନ୍ତି ଅମିତ ଶାହ

ଓଡ଼ିଶାରେ ନିର୍ବାଚନ ଜିତିବାକୁ ବିଜେପି ସବୁ ପ୍ରକାରର ଉଦ୍ୟମ ଚଳାଇଥିବାବେଳେ ପ୍ରଚାରକୁ ଶାଣିତ କରିବାକୁ ମଙ୍ଗଳବାରସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ପୁଣି ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଶାହ ମଙ୍ଗଳବାର ମଧ୍ୟାହ୍ନ ୧୨ଟା ୪୫ରେ ଚାନ୍ଦବାଲିରେ, ଅପରାହ୍ନ ୨ଟା୧୫ରେ କୋରେଇ…

ଜୁନ୍‌ରେ ଦେଶରେ ସ୍ବାଭାବିକ ବର୍ଷା

ଆସନ୍ତା ୪ ଦିନ ଅର୍ଥାତ୍‌ ମେ’ ୩୧ ମଧ୍ୟରେ ‌ମୌସୁମୀ ଭାରତ ଭୂଖଣ୍ଡରେ ପ୍ରବେଶ କରିବ ବୋଲି ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ପୂର୍ବାନୁମାନ କରିଛି। ଏଥିସହ ଚଳିତ ମୌସୁମୀ ଋତୁରେ ସାରା ଦେଶରେ ସ୍ବାଭାବିକ ବର୍ଷା ହେବା ନେଇ ଆକଳନ କରାଯାଇଛି। ଆଇଏମ୍‌ଡି ପକ୍ଷରୁ କୁହାଯାଇଛି ଯେ ଜୁନ୍‌ରୁ…

ନିମାପଡା ଗଡ ଜଗିବାକୁ ୮ ସଂଯୋଜକ ନିୟୋଜିତ କଲା ବିଜେଡି

ବିଜେଡିକୁ ଘାରିଛି ନିମାପଡା ଚିନ୍ତା । ପୁବତନ ବିଧାୟକ ସମୀର ରଂଜନ ଦାଶ ବିଜେପିକୁ ଯିବା ପରେ ନିମାପଡାରେ ଦଳୀୟ ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ବିଜେଡିର ରଣନୀତି ଆରମ୍ଭ ହୋଇଛି । ବିଭିନ୍ନ ଦଳ ରାଜନୀତିକୁ ଲକ୍ଷ୍ୟ କରି ନିଜ ନିଜ ପତିଆରା  ନିମାପଡାରେ ଆରମ୍ଭ କରିଦେଇଛନ୍ତି । ନିମାପଡା…

ନବୀନ ସରକାର ଚାଷୀ ବିରୋଧୀ, କେବଳ ଚାଷୀ ଭୋଟ ବ୍ୟାଙ୍କ ରାଜନୀତି କରୁଛନ୍ତି ନବୀନ – ବିଜେପି ନେତା ପ୍ରଦୀପ…

ନବୀନ ସରକାର ଚାଷୀ ବିରୋଧୀ, କେବଳ ଚାଷୀ ଭୋଟ ବ୍ୟାଙ୍କ ରାଜନୀତି କରୁଛନ୍ତି ନବୀନ । ବିଜେଡି ଧୋକା ଏବଂ ପ୍ରତାରଣା ଦେବାରେ ଏକ ନମ୍ବର ଦଳ । ଚାଷୀ ସମସ୍ୟାକୁ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛି ବିଜେପି । ପ୍ରଦୀପ ପୁରୋହିତ କହିଛନ୍ତି, ’୨୪ ବର୍ଷ ଭିତରେ ମୁଖ୍ୟମନ୍ତ୍ରୀ ଚାଷୀଙ୍କ ଆୟ…

ହାଇକୋର୍ଟ କହିଲେ, ଗୁଜରାଟ ସରକାର ଉପରେ ଭରସା ନାହିଁ, ବିନା ଅନୁମତିରେ ଚାଲୁଥିଲା ଗେମିଂ ଜୋନ

ରାଜକୋଟ ଟିଆରପି ଗେମ୍ ଜୋନରେ ନିଆଁ ଲାଗି ୨୮ ଜଣଙ୍କ ମୃତ୍ୟୁ ଘଟଣାକୁ ନେଇ ଗୁଜରାଟ ହାଇକୋର୍ଟ ରାଜକୋଟ ମହାନଗରପାଳିକାର ପ୍ରଶାସନକୁ କଟାକ୍ଷ କରିଛନ୍ତି । କୋର୍ଟ କହିଛନ୍ତି କି, ୨୮ ଜଣଙ୍କ ମୃତ୍ୟୁ ପରେ ରାଜକୋଟ୍ ପୌରପାଳିକା ଜାଣିବାକୁ ପାଇଛି କି, ସହରରେ ଏତେବଡ ଦୁଇଟି ଗେମିଂ ଜୋନ ବିନା…

ଆସିଲା ଆଉ ଏକ ଏଡିଆର ରିପୋର୍ଟ , ୧୨୮୩ ପ୍ରାର୍ଥୀଙ୍କ ମଧ୍ୟରୁ ୪୧୨ ପ୍ରାର୍ଥୀ କୋଟିପତି

ସାଧାରଣ ନିର୍ବାଚନ ଲଢୁଥିବା ମୋଟ ୧୨ ଶହ ୮୩ ଜଣ ପ୍ରାର୍ଥୀଙ୍କୁ ନେଇ ଆସିଲା ଏଡିଆର ରିପୋର୍ଟ । ସେମାନଙ୍କ ମଧ୍ୟରୁ ୩୪୮ ଜଣ ପ୍ରାର୍ଥୀଙ୍କ ନାଁରେ ମାମଲା ରହିଛି । ୨୯୨ ନାଁରେ ଗୁରୁତର ମାମଲା ରହିଛି । ଏଡିଆର ରିପୋର୍ଟ  ଅନୁସାରେ ୪୧୨ଜଣ କୋଟିପତି ପ୍ରାର୍ଥୀ ନିର୍ବାଚନ ଲଢ଼ିଛନ୍ତି । ବିଧାୟକଙ୍କ…

ନାଁ ନନେଇ ବୈଜୟନ୍ତଙ୍କ ଉପରେ ବର୍ଷିଲେ ନବୀନ

କେନ୍ଦ୍ରାପଡା ବାରୁଅରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରଚାର । ଜନସଭାକୁ ସମ୍ବୋଧିତ କରି ବିଭିନ୍ନ ଯୋଜନା ଭଲ କି ନାହିଁ ବୋଲି ପଚାରିଛନ୍ତି ନବୀନ । ଏହାସହ ଜୁଲାଇରୁ ବିଜୁଳି ବିଲ ଆସିବନି ବୋଲି କହିଛନ୍ତି ନବୀନ । ବିଜେଡି ସରକାର ବିଜୁଳି ମାଗଣା ଦେବେ ।ଏହାସହ ବିରୋଧୀ ଦଳକୁ ଟାର୍ଗେଟ…

ଆଉ ସପ୍ତାହେ ସମୟ ମାଗିଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ

ଦିଲ୍ଲୀ ମଦ ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ତାଙ୍କର ମଧ୍ୟବର୍ତ୍ତୀକାଳୀନ ଜାମିନ ଅବଧିକୁ ଆଉ ସାତ ଦିନ ବୃଦ୍ଧି କରିବା ପାଇଁ ସୁପ୍ରିମକୋର୍ଟରେ ଆବେଦନ କରିଛନ୍ତି। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ଗୁରୁତ୍ବ ବିଷୟରେ ଉଲ୍ଲେଖ କରି କେଜ୍ରିୱାଲ ୭ କିଲୋଗ୍ରାମ ଓଜନ ହ୍ରାସ ହେବା…

ରକ୍ତଚାପ କ’ଣ ?

 ସାଧାରଣ ଭାବରେ କହିଲେ ରକ୍ତ ସ୍ରୋତ ଦ୍ୱାରା ଧମନୀଗୁଡ଼ିକର ପାଚେରି ଉପରେ ପଡୁଥିବା ଚାପକୁ ‘ରକ୍ତଚାପ’ କହନ୍ତି। ଡାକ୍ତରୀ ଭାଷାରେ କହନ୍ତି ‘ବ୍ଲଡପ୍ରେସର’, ସଂକ୍ଷେପରେ ବି.ପି.। ହୃତ୍‌ପିଣ୍ଡ ସଙ୍କୁଚିତ ହେଲେ ତା’ ଭିତର ରକ୍ତ ଧମନୀ ଭିତରକୁ ପିଚ୍‌କି ଯାଏ। ହୃତ୍‌ପିଣ୍ଡ ସଙ୍କୁଚିତ ହୋଇ ରକ୍ତ…