ବନ୍ଧା ହେଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ

ବେଗୁନିଆ ଅନ୍ତର୍ଗତ କାଉଁରୀପାଟଣା ପ୍ରକଳ୍ପ ବିଦ୍ୟାଳୟର ୧୧୪ ନମ୍ବର ବୁଥରେ ମାରପିଟ୍, ଗଣ୍ଡଗୋଳ, ଇଭିଏମ୍ ଭଙ୍ଗାରୁଜା ଅଭିଯୋଗରେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବଙ୍କୁ ଗିରଫ କରାଯାଇଛି। ପରେ ତାଙ୍କୁ ଜିଲ୍ଲା ମାଜିଷ୍ଟ୍ରେଟ୍ଙ୍କ ଆବାସିକ କାର୍ଯ୍ୟାଳୟରେ ହାଜର କରାଯାଇଥିଲା। ଜାମିନ…

ବାତ୍ୟା ରୂପ ନେଲା‘ରେମାଲ’

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଆଜି ସକାଳେ ଆହୁରି ଘନୀଭୂତ ହୋଇ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଗଭୀର ଅବପାତ ରୂପ ନେଇଥିଲା। ପରବର୍ତ୍ତୀ ସମୟରେ ଏହା ଉତ୍ତର-ପଶ୍ଚିମ ଦିଗକୁ ଗତି କରିବା ସହ ସନ୍ଧ୍ୟାରେ ପୂର୍ବ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ବାତ୍ୟାରେ…

ସନ୍ଧ୍ୟା ୫ଟା ସୁଦ୍ଧା ୫୯.୬୦ ପ୍ରତିଶତ ମତଦାନ

ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ ଜାରି ରହିଛି। ଆଜି ସନ୍ଧ୍ୟା ୫ଟା ସୁଦ୍ଧା ୫୯.୬୦ ପ୍ରତିଶତ ମତଦାନ ହୋଇଛି। ଦେବଗଡ଼ରେ ସର୍ବାଧିକ ୬୭ ପ୍ରତିଶତ ମତଦାନ ହୋଇଛି। ଅନୁଗୁଳରେ ୬୫.୧୯, କଟକରେ ୫୩.୧୪, ଢେଙ୍କାନାଳରେ ୫୮.୬୯, ପୁରୀରେ ୬୧.୯୬, ନୟାଗଡ଼ରେ ୬୧.୦୮, ସମ୍ବଲପୁରରେ ୬୫.୬୧ ,‌ କେନ୍ଦୁଝର…

ଅପରାହ୍ନ ୩ଟା ସୁଦ୍ଧା ରାଜ୍ୟରେ ୪୮.୪୪ ପ୍ରତିଶତ ଭୋଟିଂ

ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ସୂଚନା । ଅପରାହ୍ନ ୩ଟା ସୁଦ୍ଧା ରାଜ୍ୟରେ ୪୮.୪୪ ପ୍ରତିଶତ ଭୋଟିଂ ହୋଇଛି । ତା ସହିତ ରାଜ୍ୟରେ ସୁରୁଖରରେ ନିର୍ବାଚନ ଚାଲିଛି । ଅପରାହ୍ନରେ ଆହୁରି ମତଦାନ ସଂଖ୍ୟା ବଢିପାରେ ବୋଲି କହିଛନ୍ତି ନିର୍ବାଚନ ଅଧିକାରୀ । ତେବେ ଅପରାହ୍ନ ୬ଟା ଭିତରେ ଭୋଟରଙ୍କୁ ଭୋଟ…

ସବୁଠାରୁ ବଡ ବାରୁଦ କାରଖାନାରେ ଭୟଙ୍କର ବିସ୍ଫୋରଣ , ଚାଲିଗଲା ୧୦ ଜୀବନ

ଛତିଶଗଡ ବେସେତରା ଜିଲ୍ଲାରେ ଶନିବାର ଦିନ ଭୟଙ୍କର ବିସ୍ଫୋରଣ ହୋଇଛି । ଏଠାରେ ବେରଲା ଠାରେ ଥିବା ବାରୁଦ କାରଖାନାରେ ଭୟଙ୍କର ବିସ୍ଫୋରଣ ହୋଇଛି । ଏହି ବିସ୍ଫୋରଣରେ ୧୦ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇପାରେ ବୋଲି ଆକଳନ କରାଯାଉଛି । ଏହାସହ ଅନେକ…

ଆଳି ମଞ୍ଚରୁ ରାଜ୍ୟ ସରକାରଙ୍କୁ ଟାର୍ଗେଟ୍ କଲେ ସ୍ମୃତି ଇରାନୀ

ଚଳିତ ନିର୍ବାଚନରେ କେନ୍ଦ୍ର ବିଜେପି ନେତାମାନେ ବାରମ୍ବାର ଆସି ଓଡିଶାରେ ିର୍ବାଚନ ପ୍ରଚାର କରିବା ସହ ରାଜ୍ୟ ସରକାରଙ୍କୁ ବିଭିନ୍ନ ପ୍ରସଙ୍ଗରେ ଟାର୍ଗେଟ କରିବାରେ ଲାଗିଛନ୍ତି । ଏହି କ୍ରମରେ ଆଜି ବିଜେପିରେ ଫାୟାରବ୍ରାଣ୍ଡ ନେତ୍ରୀ କୁହାଯାଉଥିବା କେନ୍ଦ୍ରମନ୍ତ୍ରୀ କେନ୍ଦ୍ରାପଡା ଜିଲ୍ଲା ଆଳି…

 ରାଜ୍ୟରେ ପଡୁଛି ତୃତୀୟ ପର୍ଯ୍ୟାୟ ଭୋଟ୍,ଦିନ ୧ଟା ସୁଦ୍ଧା ରାଜ୍ୟରେ ୩୫.୬୯ ପ୍ରତିଶତ ମତଦାନ

ରାଜ୍ୟରେ ପଡୁଛି ତୃତୀୟ ପର୍ଯ୍ୟାୟ ଭୋଟ୍ । ଦିନ ୧ଟା ସୁଦ୍ଧା ରାଜ୍ୟରେ ୩୫.୬୯ ପ୍ରତିଶତ ମତଦାନ ହୋଇଛି । ଅନୁଗୁଳରେ ୩୬.୩୬ ପ୍ରତିଶତ ଭୋଟିଂ ହୋଇଥିବାବେଳେ କଟକରେ ୩୩.୩୩ ପ୍ରତିଶତ ମତଦାନ ହୋଇଛି । ସେହିଭଳି ଦେବଗଡରେ ୪୧ ପ୍ରତିଶତ ଓ ଢେଙ୍କାନାଳରେ ୩୫.୬୯ % ଭୋଟିଂ ହୋଇଛି । କେନ୍ଦୁଝରରେ…

ଦିନ ୧୧ଟା ସୁଦ୍ଧା ୨୧.୩୨% ମତଦାନ, ଜିଲ୍ଲାସ୍ତରରେ ଦେବଗଡରେ ସର୍ବାଧିକ ମତଦାନ

ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଚାଲିଛି ମତଦାନ । ଘଣ୍ଟା ଘଣ୍ଟା ଧରି ଲମ୍ବା ଲାଇନରେ ଛିଡା ହୋଇ ମତଦାନ କରୁଛନ୍ତିି ଭୋଟର । ପ୍ରବଳ ଖରା, ଗୁଳୁଗୁଳି ସତ୍ତେ୍ୱ ମଧ୍ୟ ଉତ୍ସାହର ସହ ଭୋଟ ଦେଉଛନ୍ତି ଭୋଟର । ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସୂଚନା ଅନୁଯାୟୀ, ସକାଳ ୧୧ଟା ସୁଦ୍ଧା ୨୧.୩୨%…

ଓଡ଼ିଶାରେ ବିଜେଡି ସ୍ଥିର ସରକାର ଗଠନ କରିବ – ନବୀନ

ମତଦାନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭୁବନେଶ୍ୱରର ୧୧୪ ନମ୍ବର ବୁଥରେ ଭୋଟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ନବୀନ ନିବାସରୁ ଚାଲି ଚାଲି ଆସି ଭୋଟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଉଭୟ ଲୋକସଭା ଓ ବିଧାନସଭା ଆସନ ପାଇଁ ଭୋଟ ଦେଇଛନ୍ତି ନବୀନ ।ଭୋଟ ଦେବା ପରେ ମୁଖ୍ୟମନ୍ତ୍ରୀ…

ସୁନସୁନିଆ ଶାଗ

ଶାଗ ଖାଇବାରେ ଶରୀରକୁ ଅନେକ ପ୍ରକାର ଲାଭ ଯୋଗାଇଥାଏ । ଆଜି ଏପରି ଶାଗ ବିଷୟରେ କହିବାକୁ ଯାଉଛୁ ଯାହା ଖାଇବା ଦ୍ୱାରା ଦୁର୍ବଳ ହୋଇ ପଡିଥିବା ସ୍ନାୟୁଗୁଡିକ ପୁଣି ସଠିକ କାମ କରିବା ଆରମ୍ଭ କରିଥାଏ । ଏହା ହେଉଛି ସୁନସୁନିଆ ଶାଗ । ତେବେ ଆସନ୍ତୁ ଏହି ଶାଗ ସମ୍ପର୍କରେ କିଛି ଜାଣିବା .... …