ହସ୍ପିଟାଲ୍‌ରେ କିଙ୍ଗ ଖାଁ

ବଲିଉଡ୍‌ ଅଭିନେତା ଶାହରୁଖ ଖାନ୍‌ ଅଂଶୁଘାତର ଶିକାର ହେବାରୁ ତାଙ୍କୁ ଅହମଦାବାଦର କେଡି ହସ୍‌ପିଟାଲ୍‌ରେ ଭର୍ତ୍ତି କରାଯାଇଛି। ହସ୍ପିଟାଲ୍‌ କର୍ତ୍ତୃପକ୍ଷ ଏନେଇ ଏକ ପ୍ରେସ୍‌ବିଜ୍ଞପ୍ତିରେ କହିଛନ୍ତି ଯେ କେକେଆର୍‌ ଓ ଏସ୍‌ଆର୍‌ଏଚ୍‌ ମ୍ୟାଚ୍‌ ସମୟରେ ଶାହରୁଖ୍‌ ଷ୍ଟାଡିୟମ୍‌ରେ ଉପସ୍ଥିତ ଥିଲେ।…

ଭାରତୀୟ କ୍ରିକେଟ ଟିମ ମୁଖ୍ୟ କୋଚ ଦୌଡ଼ରେ ଅଛନ୍ତି ଗମ୍ଭୀର ଓ ହରବଜନ

ଆସନ୍ତା ଜୁନରେ ସରୁଛି ଭାରତୀୟ କ୍ରିକେଟ ଟିମ ମୁଖ୍ୟ କୋଚ ରାହୁଲ ଦ୍ରାବିଡଙ୍କ କାର୍ଯ୍ୟକାଳ । ଟି-୨୦ ବିଶ୍ୱକପ ପରେ ଟିମକୁ ସମ୍ଭାଳିବେ ନୂଆ କୋଚ୍ । ଏଥିପାଇଁ ବିସିସିଆଇ କୋଚ୍ ଚୟନ ପକ୍ରିୟା ଆରମ୍ଭ କରିଦେଇଛି । ମେ ୨୭ ହେଉଛି ଆବେଦନର ଶେଷ ଦିନ । ଆଉ ଏହା ପୂର୍ବରୁ ଚର୍ଚ୍ଚାକୁ ଆସିଛନ୍ତି…

ପେଟିଏମ୍‌ର କ୍ଷତି

ଭାରତୀୟ ରିଜର୍ଭ ବ୍ୟାଙ୍କ ରୋଷର ଶିକାର ହୋଇଥିବା ପେଟିଏମ୍ କ୍ଷତିରେ ଚାଲୁଛି। ଚଳିତ ଆର୍ଥିକ ବର୍ଷର ଶେଷ ତିନି ମାସରେ କମ୍ପାନି ୫୫୦ କୋଟି ଟଙ୍କାର କ୍ଷତି ସହିଛି। କମ୍ପାନିର ରାଜସ୍ବ ୨,୨୬୭.୧୦ କୋଟି ଟଙ୍କାକୁ ହ୍ରାସ ପାଇଛି। ୨୦୨୩-୨୪ ଆର୍ଥିକ ବର୍ଷ ସାରାରେ କମ୍ପାନିର ରାଜସ୍ବ ୯୯୭୮…

ଜୁନିୟର ଷ୍ଟେନୋଗ୍ରାଫର ପଦ ପାଇଁ ଆରମ୍ଭ ହେଲା ଆବେଦନ

ଓଡ଼ିଶା ହାଇକୋର୍ଟ ତରଫରୁ ଆସିଛି ଏକ ନିଯୁକ୍ତି ସୁଯୋଗ । ପୂର୍ବରୁ ଆସିଷ୍ଟାଣ୍ଟ ସେକ୍ସନ ଅଫିସର (ଏଏସଓ) ପଦ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିଲା ଏବେ ଜୁନିୟର ଷ୍ଟେନୋଗ୍ରାଫର ପଦ ପାଇଁ ବିଜ୍ଞପ୍ତି ଜାରି କରାଯାଇଛି । ମେ ୨୦ ତାରିଖ ସକାଳ ୧୦ଟା ଠାରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇ ଜୁନ ମାସ ୧୮…

୩ୟ ପର୍ଯ୍ୟାୟ ମତଦାନ ପାଇଁ ଆଜି ସରିବ ପ୍ରଚାର

ଓଡ଼ିଶାର ତୃତୀୟ ପର୍ଯ୍ୟାୟ ଏବଂ ସାମଗ୍ରିକ ଭାବେ ଦେଶର ଷଷ୍ଠ ପର୍ଯ୍ୟାୟ ମତଦାନ ମେ’ ୨୫ରେ ଅନୁଷ୍ଠିତ ହେବ। ପ୍ରାର୍ଥୀମାନେ ଜୋରଦାର ପ୍ରଚାର କରୁଥିବା ବେଳେ ଆଜି (ଗୁରୁବାର) ସନ୍ଧ୍ୟା ୫ଟାରେ ପ୍ରଚାର ସରିବ। ଏହି ପର୍ଯ୍ୟାୟରେ ପୁରୀ, ଭୁବନେଶ୍ବର, କଟକ, କେନ୍ଦୁଝର, ସମ୍ବଲପୁର ଏବଂ ଢେଙ୍କାନାଳ…

ଆଜି ଓଡ଼ିଶା ଆସୁଛନ୍ତି ବିଜେପିର ୩ ଫାୟାର ବ୍ରାଣ୍ଡ ନେତା

ରାଜ୍ୟରେ ଆଉ ଦୁଇଟି ପର୍ଯ୍ୟାୟ ନିର୍ବାଚନ ବାକି ରହିଛି । ତୃତୀୟ ପର୍ଯ୍ୟାୟ ନିର୍ବାଚନ ୨୫ ତାରିଖରେ ହେବାକୁ ଥିବା ବେଳେ ୬ଟି ଲୋକସଭା ଓ ଏହା ଅଧୀନରେ ଆସୁଥିବା ୪୨ଟି ବିଧାନସଭା ଆସନରେ ପଡ଼ିବ ଭୋଟ । ଏଥିପାଇଁ ଆଜି ସରୁଛି ପ୍ରଚାର । ସେପଟେ ବିଜେପି ତୁଙ୍ଗ ନେତାଙ୍କ ତୁଫାନୀ ପ୍ରଚାର ଜାରି…

ଆଜିର ରାଶିଫଳ

ମେଷ: ଅନ୍ୟମାନଙ୍କର ସହଯୋଗ ପାଇବେ। ଅଫିସ୍‌ରେ ଆପଣଙ୍କୁ କୌଣସି ନୂଆ ପ୍ରୋଜେକ୍ଟର ଦାୟିତ୍ବ ମିଳିବ। ସାମାଜିକ କାର୍ଯ୍ୟରେ ରୁଚି ବଢ଼ିବ। ଖାଦ୍ୟ ପାନୀୟ ପ୍ରତି ସଜାଗ ରହନ୍ତୁ। ବୃଷ: କରିଆସୁଥିବା ଚେଷ୍ଟାରେ ସଫଳ ହେବେ। ସମାଜରେ ପ୍ରଭାବ ବଢ଼ିବ। ବଡ଼ ଉଦ୍ୟୋଗରେ ଚାକିରିର ଡାକରା ଆସିବ।…

ଆମେରିକା ରାଜନୀତି

୨୦୨୪ ଲୋକସଭା ନିର୍ବାଚନରେ ବିଜେପି ୩୦୫ ଆ‌ସନରେ ଜିତିବ। ଆମେରିକୀୟ ରାଜନୀତି ବିଜ୍ଞାନୀ ଆୟନ ବ୍ରେମ୍ମର ଏନ୍‌ଡିଟିଭିକୁ ଏକ ସାକ୍ଷାତକାର ଦେବା ଅବସରରେ ଏହା କହିଛନ୍ତି। ୟୁରେସିଆ ଗ୍ରୁପ୍‌ ପ୍ରତିଷ୍ଠାତା ବ୍ରେମ୍ମର କହିଛନ୍ତି, ବୈଶ୍ବିକ ରାଜନୈତିକ ପରିପ୍ରେକ୍ଷୀରେ ଦେଖିଲେ ଭାରତରେ…

ଆସନ୍ତା କାଲିଠାରୁ ପାଗ ପରିବର୍ତ୍ତନ

ସକାଳ ସାଢେ ୫ଟାରୁ ଆସିଯାଉଛି ଖରା ।ସକାଳ 8.30 ସୁଦ୍ଧା ଭୁବନେଶ୍ବରେ ପାରଦ 34.6 ରେକର୍ଡ କରାଯାଇଛି ।  ଗତ 3 ଦିନ ହେବେ ରାଜ୍ୟରେ ବଢିଛି ତାପମାତ୍ରା । ଖରାକୁ ନେଇ ସତର୍କ ସୂଚନା ଜାରି କଲା ଆଞ୍ଚଳିକ ପାଣିପାଗ ବିଭାଗ ।ଆଜି ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି।…

କିଛି ବର୍ଷର ନିରବତା ପରେ ପୁଣି ଦେଶରେ କୋଭିଡ ଭୂତାଣୁକୁ ନେଇ ଭୟ ସୃଷ୍ଟି

କିଛି ବର୍ଷର ନିରବତା ପରେ ପୁଣି ଦେଶରେ କୋଭିଡ ଭୂତାଣୁକୁ ନେଇ ଭୟ ସୃଷ୍ଟି ହୋଇଛି । ସିଂଗାପୁର ପରେ ଭାରତରେ କୋଭିଡର ନୂଆ ଭାରିଆଣ୍ଟ ଦ୍ୱାରା ସଂକ୍ରମିତ ୩୨୪ ଜଣ ଚିହ୍ନଟ ହୋଇଛନ୍ତି । ଭାରତରେ କୋଭିଡର ନୂଆ ଭାରିଆଣ୍ଟ କେପି-୧ ଓ କେପି-୨ ଦ୍ୱାରା ସଂକ୍ରମିତ ହୋଇଛନ୍ତି ଏହି ୩୨୪ ବ୍ୟକ୍ତି । ଏହି…