ଆଇପିଏଲ୍‌ର ସବୁଠୁ ଦାମୀ ଖେଳାଳି

ଆଇପିଏଲ ୨୦୨୪ର ପ୍ଲେ ଅଫର ପ୍ରଥମ କ୍ୱାଲିଫାୟର୍‌ରେ କୋଲକାତା ନାଇଟ ରାଇଡର୍ସ ସନରାଇଜର୍ସ ହାଇଦ୍ରାବାଦକୁ ପରାସ୍ତ କରି ଫାଇନାଲ୍‌ ଟିକେଟ୍‌ କାଟିଛି। ଏହି ମ୍ୟାଚ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିଲା। ସନରାଇଜର୍ସ ହାଇଦ୍ରାବାଦ ହୁଏତ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ…

୨୩ରେ ଓଡ଼ିଶା ଆସିବେ ଯୋଗୀ

୨୦୨୪ ନିର୍ବାଚନ ଲାଗି ଭାଜପାର ବହୁ କେନ୍ଦ୍ରୀୟ ନେତା ଘନ ଘନ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ଜାରି କରିଛନ୍ତି। ବିଭିନ୍ନ ଭାଜପା ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କଠାରୁ ଆରମ୍ଭ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏକାଧିକ ଥର ଓଡ଼ିଶା ଗସ୍ତରେ…

ନୂତନ ଭାରତ ବିପଦପୂର୍ଣ୍ଣ

ପାକିସ୍ତାନୀ ରାଷ୍ଟ୍ରଦୂତ ମିଳିତ ଜାତିସଂଘର ସାଧାରଣ ସଭାରେ ନିଜର ଦୁଃଖ ପ୍ରକାଶ କରି ଏହା କହିଛନ୍ତି। ନିକଟରେ ସାଧାରଣ ସଭାକୁ ସମ୍ବୋଧିତ କରିବାବେଳେ ପାକିସ୍ତାନର ସ୍ଥାୟୀ ରାଷ୍ଟ୍ରଦୂତ ମୁନିର ଆକ୍ରମ କହିଛନ୍ତି, ନୂତନ ଭାରତ ବିପଦପୂର୍ଣ୍ଣ। ଭାରତର ଏହି ଅଭିଯାନ କେବଳ ପାକିସ୍ତାନରେ ସୀମିତ…

ଆଖିବୁଜା ଗୁଳିମାଡ଼

ଆଫ୍ରିକୀୟ ଦେଶ ନାଇଜେରିଆର ଏକ ଗାଁ ଉପରେ ବନ୍ଧୁକଧାରୀମାନେ ଆକ୍ରମଣ କରିଛନ୍ତି। ଏହି ଆକ୍ରମଣରେ ୪୦ ଜଣଙ୍କର ମୃତ୍ୟୁ ଘଟିଛି। ଅଭିଯୁକ୍ତମାନେ ଗାଁରେ ଆଖିବୁଜା ଭାବେ ଗୁଳି ଚଳାଇଥିଲେ। କେବଳ ଏତିକି ନୁହେଁ, ଅନେକ ଘରେ ନିଆଁ ଲଗାଇ ଦେଇଥିଲେ। ଅନେକ ଲୋକଙ୍କୁ ମଧ୍ୟ ଅପହରଣ କରାଯାଇଥିଲା। ଏଠାରେ…

ଅପରାଜିତାଙ୍କୁ ଟାର୍ଗେଟ କରିଛନ୍ତି ଦଳର ସୁପ୍ରିମୋ ନବୀନ

ଖୋର୍ଦ୍ଧାରେ ବିଜେଡି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଛନ୍ତି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ । ଜନସଭାରେ ବିକାଶମୂଳକ କାମର ହିସାବ ଦେବା ସହ ବିଜେଡି ପ୍ରାର୍ଥୀଙ୍କୁ ଆଶୀର୍ବାଦ କରିବାକୁ ଅପିଲ କରିଛନ୍ତି ନବୀନ ପଟ୍ଟନାୟକ । ଆସନ୍ତା ଜୁଲାଇ ମାସରୁ ମାଗଣା ବିଜୁଳି ମିଳିବ ବୋଲି ମୁଖ୍ୟମନ୍ତ୍ରୀ…

ଓଡ଼ିଶାରେ ବଢ଼ିବ ତାତି

ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ ଉପକୂଳ ଓଡ଼ିଶା ସମେତ ଗଜପତି, ନୟାଗଡ଼ ଓ ଖୋର୍ଦ୍ଧା ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ଲାଗିରହିବ। ଏହାସତ୍ତ୍ବେ ଆସନ୍ତା ୨୫ ତାରିଖ ସୁଦ୍ଧା ଉପକୂଳ ଓ ଉତ୍ତର ଓଡ଼ିଶାର କେତେକ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ।…

ବିଜେଡିରୁ ଇସ୍ତଫା ଦେଲେ ସିମୁଳିଆ ବିଧାୟକ

ବାଲେଶ୍ବର ଜିଲ୍ଲା ବିଜେଡିକୁ ଶକ୍ତ ଧକ୍କା। ପୁଣି ଦଳ ଛାଡ଼ିଲେ ଆଉଜଣେ ବିଧାୟକ। ସିମୁଳିଆ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ଆଜି ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସେ  ନିଜର ଇସ୍ତଫାପତ୍ର ଦଳ ସଭାପତିଙ୍କ ନିକଟକୁ ପଠାଇଛନ୍ତି। ଏନେଇ ସେ ଏକ…

ଓଡ଼ିଶାରେ ଓଡ଼ିଆ ଲୋକର ସରକାର ଦରକାର – ଧର୍ମେନ୍ଦ୍ର ପ୍ରଧାନ

ଛେଣ୍ଡିପଦାରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ବିଜେପିର ବିଜୟ ସଂକଳ୍ପ ସମାବେଶରେ ଯୋଗଦେଇ ଧର୍ମେନ୍ଦ୍ର କହିଛନ୍ତି, ୨୫ ତାରିଖରେ ଏ ଅଞ୍ଚଳରେ ପରିବର୍ତ୍ତନ ନିଶ୍ଚୟ ହେବ । ୨୪ ବର୍ଷର ଅପାରଗ ସରକାର ବଦଳିବ, ଆଗାମୀ ଦିନରେ ଓଡ଼ିଶାରେ…

ମାଓ ଶିବିରରୁ ୪ ଲକ୍ଷ ଟଙ୍କାର ୨ ହଜାର ଟଙ୍କିଆ ନୋଟ୍ ଓ ବନ୍ଧୁକ ଜବତ

ନୂଆପଡ଼ା ଜିଲ୍ଲା କୋମନା ଥାନା ଶିବନାରାୟଣପୁର ନିକଟରେ ସୁରକ୍ଷା ବାହିନୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ସମୟରେ ୪ ଲକ୍ଷ ଟଙ୍କାର ୨ ହଜାର ଟଙ୍କିଆ ନୋଟ୍ ସହ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ ହୋଇଥିବା ଜଣାଯାଇଛି। ମାଓ କ୍ୟାମ୍ପରୁ ୪ ଲକ୍ଷ ମୂଲ୍ୟର ୨ ହଜାର ନୋଟ୍ ସହ ଦେଶୀ ବନ୍ଧୁକ ଓ…

୨୩ରେ ଧାମନଗର ଆସିବେ ଜେପି ନଡ୍ଡା

ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଆସନ୍ତା ୨୩ ତାରିଖରେ ଭଦ୍ରକ ଜିଲା ଧାମନଗର ଆସିବେ। ଏହି ବିଧାନସଭା ଆସନ ପାଇଁ ଭାଜପା ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ଏବଂ ଭଦ୍ରକ ଲୋକ ସଭା ପ୍ରାର୍ଥୀ ଅଭିମନ୍ୟୁ ସେଠୀଙ୍କ ଲାଗି ପ୍ରଚାର କରିବାକୁ ନଡ୍ଡା ଧାମନଗର ଆସିବେ ବୋଲି ଜିଲା ମିଡିଆ ସେଲ୍‌…