ଖୋର୍ଦ୍ଧା ଜିଲାରେ ନିର୍ବାଚନ ପ୍ରସ୍ତୁତି
ରାଜ୍ୟରେ ୩ୟ ପର୍ଯ୍ୟାୟରେ ଖୋର୍ଦ୍ଧା ଜିଲାର ସମସ୍ତ ଆଠଟି ବିଧାନସଭା ନିର୍ବାଚନ ମଣ୍ଡଳୀରେ ଆସନ୍ତା ୨୫ ତାରିଖରେ ମତଦାନ ହେବ । ଏଥି ନିମନ୍ତେ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ଆଜି ଏ ମର୍ମରେ ଜିଲ୍ଲାପାଳଙ୍କ ସମିଳନୀ କକ୍ଷରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଜିଲ୍ଲାପାଳ ତଥା ଜିଲ୍ଲା…