ଆଜି ମୁଖ୍ୟମନ୍ତ୍ରୀ ୩ଟି ଜିଲ୍ଲାରେ ପ୍ରଚାର କରିବେ

ଆଜି ମୁଖ୍ୟମନ୍ତ୍ରୀ ୩ଟି ଜିଲ୍ଲାରେ ପ୍ରଚାର କରିବେ । କେନ୍ଦୁଝର, ଭଦ୍ରକ ଓ ସମ୍ବଲପୁରରେ ପ୍ରଚାର କରିବେ ନବୀନ । ପୂର୍ବାହ୍ନରେ କେନ୍ଦୁଝର ଯାଇ ସେଠାରେ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ । ଗୋପୀନଥପୁରରେ ଜନସଭା କରିବେ ନବୀନ । ଏହାପରେ ଆନନ୍ଦପୁରରେ ମଧ୍ୟ ପ୍ରଚାର କରିବାର କାର୍ଯ୍ୟକ୍ରମ ରହିଛି…

ଆଜିର ରାଶିଫଳ

ମେଷ: ଭାବିଥିବା କାମ ସଂପୂର୍ଣ୍ଣ ହେବ। ଆପଣଙ୍କ ବ୍ୟବହାରରେ ପରିବାରର ସୌହାର୍ଦ୍ଦପୂର୍ଣ୍ଣ ବାତାବରଣ ନିର୍ମିତ ହେବ। କୌଣସି ପାଖଲୋକ ଆର୍ଥିକ ସହାୟତା ମାଗିବେ। ଛାତ୍ରଙ୍କ ଲାଗି ଦିନଟି ଭଲ ରହିବ। ‌ ବୃଷ: ଆପଣଙ୍କ ଜୀବନରେ ସକାରାତ୍ମକ ପରିବର୍ତ୍ତନ ହେବ। ଆପଣଙ୍କୁ ନୂଆ ଉତ୍ସରୁ…

ସିଙ୍ଗାପୁରରେ କରୋନାର ନୂଆ ଓ୍ବେଭ୍‌

ସିଙ୍ଗାପୁରରେ କରୋନା ଭାଇରସ ପୁଣି ଥରେ ବ୍ୟାପିବାରେ ଲାଗିଛି। ଦେଶରେ ଗତ ୬ ଦିନ ମଧ୍ୟରେ ୨୫,୯୦୦ ନୂଆ କରୋନା ମାମଲା ରେକର୍ଡ ହୋଇଛି। ଏହି ଅବସରରେ ଶନିବାର ସିଙ୍ଗାପୁରର ସ୍ବାସ୍ଥ୍ୟ ମନ୍ତ୍ରୀ ଓଙ୍ଗ୍‌ ୟେ କୁଙ୍ଗ୍‌ ମାସ୍କ ପିନ୍ଧିବାକୁ ଜନସାଧାରଣଙ୍କୁ ଅପିଲ କରିଛନ୍ତି।କରୋନାର ଏହି ନୂଆ…

ଆଜି ଆସୁଛନ୍ତି ପ୍ରଧାନମନ୍ତ୍ରୀ

ପୁଣି ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପୁରୀରେ ତାଙ୍କର ଏକ ରୋଡ୍‌ ସୋ’ କାର୍ଯ୍ୟକ୍ରମ ରହିଛି। ଆସନ୍ତାକାଲି ପ୍ରଧାନମନ୍ତ୍ରୀ ସଂଧ୍ୟା ୬ଟାରେ ଭୁବନେଶ୍ବରରେ ପହଞ୍ଚିବେ। ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଦଳୀୟ କାର୍ଯ୍ୟକର୍ତ୍ତାଙ୍କ ସହ ଆଲୋଚନା କରିବେ।…

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଘୂର୍ଣ୍ଣିବଳୟ

ଆସନ୍ତା ୨୨ ତାରିଖ ବେଳକୁ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ପ୍ରାଥମିକ ସ୍ତରରେ ଏହା ଉତ୍ତର ପୂର୍ବ ଦିଗରେ ଗତି କରିବ। ପରବର୍ତ୍ତୀ ସମୟରେ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆହୁରି ଘନୀଭୂତ ହୋଇ ୨୪ ତାରିଖ ବେଳକୁ ଅବପାତରେ ପରିଣତ ହେବାର ସମ୍ଭାବନା…

ବିଜେଡିରୁ ଇସ୍ତଫା ଦେଲେ ସମୀର

ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାସ ବିଜେଡିରୁ ଇସ୍ତଫା ଦେଇଛନ୍ତି । ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି ସମୀର ଦାସ । ସେ ନିଜ ଇସ୍ତଫା ପତ୍ର ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଛନ୍ତି । ଏନେଇ ସେ ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି । ଟିକେଟ…

ମେ’ ୨୨ରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ନେଇ ପାଣିପାଗ ବିଭାଗର ଆକଳନ

ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ନେଇ ପୂର୍ବାନୁମାନ କରିବା ପରେ ଏଭଳି ଆଶଙ୍କା ସୃଷ୍ଟି ହୋଇଛି । ତେବେ ବିଭିନ୍ନ ମଡେଲର ଆକଳନ ଅନୁସାରେ ଆସନ୍ତା ୨୦ରୁ ୨୧ ତାରିଖ ମଧ୍ୟରେ ଘୃର୍ଣ୍ଣିବଳୟ ସୃଷ୍ଟିି ହେବାର ଅଛି । ୨୨ରୁ ୨୩ ତାରିଖ ବେଳକୁ ଏହା ଲଘୁଚାପରେ…

ଓଡିଶାରେ ବିଜେପି ଓ ବିଜେପି ଏକ ହୋଇଛନ୍ତି – ସଚିନ ପାଇଲଟ

ବାଲେଶ୍ୱରରେ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଛନ୍ତି ବରିଷ୍ଠ କଂଗ୍ରେସ ନେତା ସଚିନ ପାଇଲଟ । ବାଲେଶ୍ୱର ମିଶନ ପଡିଆରେ ଆୟୋଜିତ ସଂକଳ୍ପ ସମାବେଶରେ ସାମିଲ ହୋଇ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି । ସଭାମଞ୍ଚରୁ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି ସଚିନ ପାଇଲଟ…

୪ ପ୍ରାର୍ଥୀଙ୍କ ନାମରେ ହତ୍ୟା

ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ୪୨ ବିଧାନସଭା ନିର୍ବାଚନମଣ୍ଡଳୀର ୩୮୩ ବିଧାୟକ ପ୍ରାର୍ଥୀ ମଇଦାନକୁ ଓହ୍ଲାଇଛନ୍ତି। ସେମାନଙ୍କ ମଧ୍ୟରୁ ୧୦୦ଜଣ ଅର୍ଥାତ ୨୬%ଙ୍କ ନାମରେ ଅପରାଧିକ ମାମଲା ରହିଛି। ୮୬ଜଣଙ୍କ ନାମରେ ଗୁରୁତର ଅପରାଧ ମାମଲା ରହିଥିବା ବେଳେ ୪ ଜଣଙ୍କ ନାମରେ ହତ୍ୟା ମାମଲା…

ଦ୍ବିତୀୟ ପର୍ଯ୍ୟାୟ ଭୋଟ ପ୍ରସ୍ତୁତି ନେଇ ସିଇଓଙ୍କ ପ୍ରେସମିଟ

ଦ୍ବିତୀୟ ପର୍ଯ୍ୟାୟ ଭୋଟ ପ୍ରସ୍ତୁତି ନେଇ ସିଇଓ ନିକୁଞ୍ଜ ଧଳ ଶନିବାର ପ୍ରେସମିଟ କରିଛନ୍ତି। ୨ୟ ପର୍ଯ୍ୟାୟରେ ମୋଟ ୭୯ ଲକ୍ଷ ୬୯ ହଜାର ୮୮୭ ଭୋଟର ମତଦାନ କରିବାକୁ ଯାଉଛନ୍ତି। ସେଥିମଧ୍ୟରେ ୧୮ରୁ ୧୯ ବର୍ଷର ପ୍ରଥମ ଭୋଟର ୨.୬୭%, ୨୦ରୁ ୨୯ ବର୍ଷ ୨୧.୩୧% ହଜାରରେ ପୁରୁଷରେ ୯୭୫ ମହିଳା ଅଛନ୍ତି।…