ଖଲ୍ଲିକୋଟରେ ନିର୍ବାଚନୀ ହିଂସା , ଉଦବେଗ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଖଲ୍ଲିକୋଟରେ ପ୍ରାକ ନିର୍ବାଚନ ହିଂସାକୁ ନେଇ ଉଦବେଗ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଘଟଣାରେ ଦୁଃଖପ୍ରକାଶ କରିବା ସହ ନବୀନ କହିଛନ୍ତି, ଗଣତନ୍ତ୍ରରେ ଏଭଳି ହିଂସାର ସ୍ଥାନ ନାହିଁ । ଏହି ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରକୁ…

ଅନୁଭବଙ୍କୁ ମିଳିଲା ବଡ଼ ଆଶ୍ୱସ୍ତି

ଅନୁଭବ ମହାନ୍ତିଙ୍କୁ ମିଳିଛି ବଡ଼ ଆଶ୍ୱସ୍ତି । ଜାମିନ ବିହୀନ ଗିରଫ ପରୱାନା (ଏନବିଡବ୍ଲ୍ୟୁ) ଉପରେ ହାଇକୋର୍ଟ ରୋକ ଲଗାଇଛନ୍ତି । ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ଅଭିଯୋଗ କ୍ରମେ କଟକ ଜେଏମଏଫସି କୋର୍ଟ ଅନୁଭବଙ୍କ ବିରୋଧରେ ଏନବିଡବ୍ଲ୍ୟୁ ଜାରି କରିଥିଲେ । ଚାର୍ଜଫ୍ରେମ୍ ପାଇଁ ହାଜର…

ଓଡ଼ିଶାରେ ସହରାଞ୍ଚଳ ବେକାରି ହାର ୭.୬%

ସହରାଞ୍ଚଳରେ ରହୁଥିବା ଯୁବବର୍ଗଙ୍କୁ ସେମାନଙ୍କ ମନଲାଖି କାମ ମିଳୁନି। ସେଥିପାଇଁ ଅଧିକାଂଶ ପିଲା ଚାକିରି କରିବା ବଦଳରେ ବେକାର ହୋଇ ବସିବାକୁ ପସନ୍ଦ ଅଧିକ କରୁଛନ୍ତି। ବୋଧହୁଏ ସେଥିପାଇଁ ଓଡ଼ିଶାର ସହରାଞ୍ଚଳରେ ଥିବା ୧୫-୨୯ ବର୍ଷ ବୟସର ପିଲାମାନଙ୍କ ମଧ୍ୟରେ ବେକାରି ସ୍ଥିତି ଅତ୍ୟନ୍ତ…

ଭାରତକୁ ଅଳିଆ ଗଦା କରିବ ଚୀନ୍

ଆମେରିକାର ଜୋ ବାଇଡେନ୍ ସରକାର ଚୀନ୍‌ର ବିଭିନ୍ନ ସାମଗ୍ରୀ ଉପରେ ଟିକସ ବଢ଼ାଇବା ପରେ ଭାରତ ପ୍ରତି ବିପଦ ସୃଷ୍ଟି ହୋଇଛି। ଚୀନ୍ ଉତ୍ପାଦନ କରୁଥିବା ଶସ୍ତା ଜିନିଷଗୁଡ଼ିକୁ ଭାରତ ପଠାଇବ। ଏକ ଅଳିଆ ଗଦା ଭାବେ ତାହା ଭାରତକୁ ବ୍ୟବହାର କରିବାର ଆଶଙ୍କା ସୃଷ୍ଟି ହୋଇଛି।ଗ୍ଲୋବାଲ୍ ଟ୍ରେଡ୍‌…

ଚନ୍ଦୁ ଚାମ୍ପିୟନ’ର ନୂଆ ପୋଷ୍ଟର

ବଲିଉଡ୍‌ ଅଭିନେତା କାର୍ତ୍ତିକ ଆର୍ୟନଙ୍କ ଅପକମିଂ ଫିଲ୍ମ ‘ଚନ୍ଦୁ ଚାମ୍ପିୟନ’ର ନୂଆ ପୋଷ୍ଟର। ଏଥିରେ ଅଭିନେତାଙ୍କ ଲୁକ୍‌ ପ୍ରଶଂସକଙ୍କ ହୃଦୟ ଜିତୁଛି। କାରଣ ଚେହେରାଠାରୁ ଆରମ୍ଭ କରି ପୁରା ଶରୀର ଉପରେ ସେ କାମ କରିଛନ୍ତି। ସେ ବେଶ ପତଳା ଏବଂ ଫିଟ୍‌ ଲାଗୁଛନ୍ତି।‘ଚନ୍ଦୁ ଚାମ୍ପିୟନ’କୁ…

ନିର୍ବାଚନୀ ହିଂସା:କାର୍ଯ୍ୟାନୁଷ୍ଠାନ ପାଇଁ ଜିଲ୍ଲାପାଳ-ଏସପିଙ୍କୁ ନିର୍ଦ୍ଦେଶ

ଖଲ୍ଲିକୋଟରେ ନିର୍ବାଚନୀ ହିଂସାକୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ଉଦ୍‌ବେଗ ପ୍ରକାଶ କରିଛନ୍ତି । ଗଞ୍ଜାମରେ ପ୍ରାକ୍ ନିର୍ବାଚନୀ ହିଂସା ରୋକିବାକୁ ଗଞ୍ଜାମ ଜିଲ୍ଲାପାଳ ଏବଂ ଏସପିଙ୍କୁ ତୁରନ୍ତ ପଦକ୍ଷେପ ଗ୍ରହଣ କରିବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟରେ…

ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ମେଗା ରୋଡ ସୋ’

ଭୁବନେଶ୍ୱରରେ ମେଗା ରୋଡ ସୋ’ କରିଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ମାଉସୀ ମା’ ମନ୍ଦିରରୁ ବାହାରି ଲିଙ୍ଗରାଜ ମନ୍ଦିର ଯାଏଁ ରୋଡ ସୋ’ କରିବେ ନଡ୍ଡା । ଏହି ରୋଡ ସୋ’ରେ ନଡ୍ଡାଙ୍କ ସହ ଭୁବନେଶ୍ୱର ସାଂସଦ ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ ଓ ଏକାମ୍ର ବିଧାୟକ ପ୍ରାର୍ଥୀ ବାବୁ…

ୟୁଜିସି-ନେଟ ପଞ୍ଜିକରଣର ଶେଷ ତାରିଖ ପୁଣି ବଢ଼ିଲା

ୟୁଜିସି-ନେଟ ଜୁନ୍ ୨୦୨୪ ପଞ୍ଜିକରଣର ଶେଷ ତାରିଖ ପୁଣି ବୃଦ୍ଧି କରାଯାଇଛି । ପ୍ରାର୍ଥୀମାନେ ମେ ୧୯ ତାରିଖ ସୁଦ୍ଧା ଏଥିପାଇଁ ଆବେଦନ କରିପାରିବେ । ଯେଉଁ ପ୍ରାର୍ଥୀମାନେ ବର୍ତ୍ତମାନ ସୁଦ୍ଧା ୟୁଜିସି-ନେଟ ଆବେଦନ କରିନାହାନ୍ତି ସେମାନେ ନିମ୍ନରେ ପ୍ରଦତ୍ତ ୱେବସାଇଟକୁ ଯାଇ ଆବେଦନ କରିପାରିବେ ।…

ଗୁଗଲ ଟ୍ରାନ୍ସଲେଟ ସମାପ୍ତି

ଆଜି OpenAI ଏହାର ଅପଡେଟରେ GPT 4o  ଲଞ୍ଚ କରିଛି । ଏହା କମ୍ପାନୀର ନୂଆ ଫ୍ଲାଗସିପ୍ ମଡେଲ୍ ଯେଉଁଥିରେ o ଅର୍ଥ omni ଅଟେ । ଏହି ଏଆଇ ଟୁଲ୍ ଟେକ୍ସଟ୍, ଅଡିଓ ଓ ଭିଡିଓ ସହ ଆସିଥାଏ । ଏହାକୁ ଆପଣ ChatGPT –ଆପ୍ ରେ ହିଁ ଆକ୍ସେସ୍ କରିପାରିବେ ।GPT 4oକୁ ଫ୍ରି ଓ ପେଡ୍ ଉଭୟ ୟୁଜର୍ସଙ୍କ ଲାଗି…

କେମିତି କମାଇବେ ଘର ଖର୍ଚ୍ଚ

ଘରର ସବୁ ଖର୍ଚ୍ଚ ନିୟନ୍ତ୍ରଣକରି ଆର୍ଥିକ ବୋଝ କମ୍‌ କରିବା ପାଇଁ ଚେଷ୍ଟା କରିଥାନ୍ତି ଗୃହିଣୀ। ଏମିତିକି ଖର୍ଚ୍ଚକାଟ କରି କିଛି ଅର୍ଥ ସଞ୍ଚୟ କରିବା ମଧ୍ୟ ଜଣେ ସୁଗୃହିଣୀଙ୍କର ଲକ୍ଷଣ ବୋଲି କୁହାଯାଏ। ଏସବୁ ଭିତରେ ଅନେକ ସମୟରେ ସ୍ବାମୀଙ୍କର ଅନାବଶ୍ୟକ ଶପିଂ, ଅଯଥା ଖର୍ଚ୍ଚ କରିବା ସ୍ବଭାବ…