ଅଗଷ୍ଟରେ ୪ଜି ସେବା ଆରମ୍ଭ କରିବ ବିଏସ୍ଏନ୍ଏଲ୍
ଚଳିତ ବର୍ଷ ଅଗଷ୍ଟରେ ଭାରତ ସଞ୍ଚାର ନିଗମ ଲିମିଟେଡ ବା ବିଏସ୍ଏନ୍ଏଲ୍ ୪ଜି ସେବା ଆନୁଷ୍ଠାନିକ ଭାବେ ସର୍ବଭାରତୀୟ ସ୍ତରରେ ଆରମ୍ଭ କରିବ ବୋଲି ଜାତୀୟ ଗଣମାଧ୍ୟମରେ ଆଲୋଚନା ଓ ଚର୍ଚ୍ଚା ହେଉଛି। ଏପରିକି ବିଏସ୍ଏନ୍ଏଲ୍ ସାରା ଦେଶରେ ୪ଜି ସେବା ଆରମ୍ଭ କରିବାକୁ ଯାଉଛି ବୋଲି ସରକାରୀ…