ରାଜ୍ୟପାଳଙ୍କ ପୁଅ ଏଏସ୍ଓଙ୍କୁ ମାଡ଼ ମାରିବା ଘଟଣାରେ ବିରୋଧୀ ସରକାରଙ୍କୁ ଘେରିଛନ୍ତି। ଏହି ପ୍ରସଙ୍ଗକୁ ନେଇ ମଙ୍ଗଳବାର ଉଭୟ ବିଜେଡି ଓ କଂଗ୍ରେସ ବିଧାନସଭାରେ ପ୍ରବଳ ହଟ୍ଟଗୋଳ କରିଥିବା ଦେଖାଯାଇଛି। ତେବେ ଏନେଇ ବିଜେଡି ବିଧାୟକ ଅରୁଣ ସାହୁ ପ୍ରତିକ୍ରିୟା ରଖି ଭାଜପା ସରକାର ଚଳାଇବାରେ ଅକ୍ଷମ ବୋଲି କହିଛନ୍ତି।ଅରୁଣ କହିଛନ୍ତି, ଭାଜପା ନୂଆ କରି ସରକାରୀ ଦଳକୁ ଆସିଛି। ଏଣୁ ଠିକ୍ ଭାବେ ନିୟମ ଏବଂ ପ୍ରଣାଳୀ ଜାଣି ନାହାନ୍ତି, ଭଲ ଭାବେ ପଢ଼ନ୍ତୁ। ସରକାରୀ ଦଳର କାମ ହେଉଛି ବିଧାନସଭା ସୁରୁଖୁରୁରେ ଚଳାଇବା। ଏଥିଲାଗି ପ୍ରଥମେ ବ୍ୟବସାୟ ପରାମର୍ଶଦାତା କମିଟି ଗଠନ କରିବା କଥା। ତାହା ଗତକାଲିଠାରୁ ହୋଇ ନ ପାରିବା ଦୁଃଖ ଓ ପରିତାପର ବିଷୟ। କହିବାକୁ ଗଲେ ଭାଜପା ସରକାର ଚଳାଇବାରେ ଅକ୍ଷମ ବୋଲି ସେ କହିଛନ୍ତି।
Trending
- ନୀତୀଶ କୁମାରଙ୍କୁ ବିହାର ନ ଛାଡିବା ପାଇଁ ନିବେଦନ କଲେ ଜେଡିୟୁର ରାଜ୍ୟ ସାଧାରଣ ସମ୍ପାଦକ ଅମରେନ୍ଦ୍ର ଦାସ ତ୍ରିଲୋକ
- ଅମିତ ଶାହ ଯାହା କୁହନ୍ତି, ତାହା କରିକି ଦେଖାଇଥାନ୍ତି- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF -ଗୃହମନ୍ତ୍ରୀ ଅମିତ ଶାହ
- ରାଜ୍ୟସଭା ଲଢ଼େଇ: ଦିଲୀପଙ୍କ ‘୨୦୦୨’ ରଣନୀତିକୁ ନେଇ ଚର୍ଚ୍ଚା, ୪ର୍ଥ ଆସନ ପାଇଁ ପେଞ୍ଚ
- ଆଜି ସନ୍ଧ୍ୟାରେ ବିଜେପିର ହାଇଭୋଲଟେଜ୍ ବୈଠକ: ରୁଦ୍ଧଦ୍ୱାର ପ୍ରକୋଷ୍ଠରେ ରଣନୀତି ପ୍ରସ୍ତୁତ କରିବେ ଅମିତ ଶାହ
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
Prev Post
Next Post