ପୁଣି ଆରମ୍ଭ ହେବାକୁ ଯାଉଛି ବିଧାନସଭା ଅଧିବେଶନ । ଚଳିତ ବିଧାନସଭାର ଏହା ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ ହେବ । ଆଜିଠୁ ଆରମ୍ଭ ହୋଇ ଏହି ଅଧିବେଶନ ସେପ୍ଟେମ୍ବର ୧୩ ତାରିଖ ଯାଏଁ ଚାଲିବ । ସେପଟେ ସେପ୍ଟେମ୍ବର ୧୦ ତାରିଖରେ ଆଗତ ହେବାକୁ ଯାଉଛି ବ୍ୟୟମଞ୍ଜୁର ବିଲ ।ଏହାବାଦ ବିଧାନସଭାର ଦ୍ୱିତୀୟ ଅଧିବେଶନରେ ମଧ୍ୟ ଅନେକ ଗୁରୁତ୍ୱପୂର୍ଣ୍ଣ ବିଷୟରେ ଆଲୋଚନା ହେବାର ସମ୍ଭାବନା ଦେଖା ଦେଇଛି । ଭିନ୍ନ ଭିନ୍ନ କ୍ଷେତ୍ରରୁ ଆସିଥିବା ବିଧାୟକମାନେ ସେମାନଙ୍କ ଅଞ୍ଚଳର ସମସ୍ୟା ଉପରେ ବାଚସ୍ପତିଙ୍କ ଦୃଷ୍ଟି ଆକର୍ଷଣ କରିବେ । ଅନେକ ଗୁରୁତ୍ୱପୂର୍ଣ୍ଣ ବିଷୟ ଉପରେ ଆଲୋକପାତ କରାଯିବ । ତତସହିତ ବହୁ ମହତ୍ତ୍ୱପୂର୍ଣ୍ଣ ନିଷ୍ପତ୍ତି ମଧ୍ୟ ନିଆଯିବ ରାଜ୍ୟର ବିକାଶ ପାଇଁ ବୋଲି ଜଣା ପଡିଛି ।
Trending
- ନିଛାଟିଆ କୂଅରୁ ଜଣେ ଜୀବନ୍ତ ବ୍ୟକ୍ତି ଉଦ୍ଧାର ,୪ ଦିନ ପରେ କୂଅ ଭିତରୁ ଜୀବନ୍ତ ବ୍ୟକ୍ତି ଉଦ୍ଧାର
- ନାଇଡ଼ୁ କମିଶନ ତଦନ୍ତ ରିପୋର୍ଟ ଗାଏବ୍ ଘଟଣା,ଗୃହ ବିଭାଗ ଯୁଗ୍ମ ସଚିବଙ୍କ ଅଫିସରେ ପହଞ୍ଚିଲା କ୍ୟାପିଟାଲ ଥାନା ପୋଲିସ
- କେନ୍ଦ୍ରାପଡ଼ା ଜିଲ୍ଲା ତିଖିରି ପଞ୍ଚାୟତର ଭାଇରାଲ ସରପଞ୍ଚ ଚାମେଲି ଓଝାଙ୍କୁ ଉଠାଇ ନେଲା ପୋଲିସ
- ଗୃହିଣୀଙ୍କ କାର୍ଯ୍ୟର ମୂଲ୍ୟ ପ୍ରତି ମାସ ୩୦,୦୦୦ ଟଙ୍କା – ସର୍ବୋଚ୍ଚ ନ୍ୟାୟାଳୟ
- ନିର୍ଦ୍ଵନ୍ଦ୍ଵରେ ରାଜ୍ୟସଭାକୁ ନିର୍ବାଚିତ ହେଲେ ଦେବାଶିଷ ସାମନ୍ତରାୟ
- ଗୋଟିଏ ଟ୍ରାକରେ ଦୁଇଟି ଟ୍ରେନ୍ ସାମ୍ନାସାମ୍ନି ଧକ୍କା,କୌଣସି ମୃତାହତର ସୂଚନା ନାହିଁ
- ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ମୃତ୍ୟୁ ଘଟଣା, ପୁରୁଷ ବନ୍ଧୁ ମୋ ଭଉଣୀ ପାଖରୁ ୮ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କାର ସାମଗ୍ରୀ ନେଇ ସାରିଛି -ଚନ୍ଦ୍ରିକାଙ୍କ ମାମୁ ଝିଅ ଭଉଣୀ
- ପରାଜିତ ପ୍ରାର୍ଥୀ ମାନଙ୍କୁ ନେଇ ବୈଠକ କଲେ ବିଜେଡ଼ି ସୁପ୍ରିମୋ ନବୀନ, ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ଦେଲେ ପରାମର୍ଶ
- ଆଇଏଏସ୍ ଅଧିକାରୀ ସୁଜାତା ଆର୍. କାର୍ତ୍ତିକେୟନ ବିଜେଡିରେ ଯୋଗଦାନ ପ୍ରାୟ ନିଶ୍ଚିତ – ବରିଷ୍ଠ ନେତା ମନ୍ମଥ ରାଉତରାୟ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଏନଡିଏ ସରକାରର ୧୨ ବର୍ଷ ପୂର୍ତ୍ତି ଅବସରରେ କେନ୍ଦ୍ର କ୍ୟାବିନେଟର ବୈଠକ