ଆଜି ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ବିଧାନସଭାରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ବଜେଟ ଆଗତ କରିବେ । ବର୍ଷର ପ୍ରଥମ ୪ ମାସ ପାଇଁ ଏହି କାମଚଳା ବଜେଟ ଆଗତ ହେଉଥିବା ବେଳେ ଏହା ଉପରେ ଏବେ ସଭିଙ୍କ ନଜର ରହିଛି । ଆଗକୁ ବିଧାନସଭା ଓ ଲୋକସଭା ନିର୍ବାଚନ ଥିବାରୁ ତାହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବିଭିନ୍ନ କ୍ଷେତ୍ର ପ୍ରତି ଫୋକସ୍ କରିପାରନ୍ତି । ନିକଟରେ ଏହି ବଜେଟକୁ ରାଜ୍ୟ କ୍ୟାବିନେଟରେ ମଞ୍ଜୁରୀ ମିଳିଥିଲା ।ରାଜ୍ୟ ସରକାର ଏହି ବଜେଟ୍ରେ ମୁଖ୍ୟତଃ କୃଷି, ସ୍ବାସ୍ଥ୍ୟ, ଶିକ୍ଷା, ଜଳସେଚନ, ମିସନ୍ ଶକ୍ତିଙ୍କୁ ସହାୟତା ଓ ଭିତ୍ତିଭୂମି ନିର୍ମାଣ କ୍ଷେତ୍ରକୁ ଗୁରୁତ୍ବ ଦେବେ। ରାଜ୍ୟ ସରକାର ଘୋଷଣା କରିଥିବା ମେଟ୍ରୋ ପ୍ରକଳ୍ପ ସମେତ ବିଭିନ୍ନ ପ୍ରକଳ୍ପ ପାଇଁ ବଜେଟ୍ରେ ଅର୍ଥ ବ୍ୟବସ୍ଥା ରହିବ। ସେହିପରି ନିର୍ବାଚନ ପ୍ରକ୍ରିୟା ଜାରି ରହିଥିବାବେଳେ ଯେପରି ବିକାଶମୂଳକ କାର୍ଯ୍ୟ ଜାରି ରହିବ, ସରକାରୀ କର୍ମଚାରୀଙ୍କ ବେତନ, ପେନସନ୍ ସମେତ ଅନ୍ୟାନ୍ୟ ଆନୁଷଙ୍ଗିକ ଖର୍ଚ୍ଚରେ କୌଣସି ସମସ୍ୟା ହେବନି ସେନେଇ ବଜେଟ୍ରେ ବ୍ୟବସ୍ଥା କରାଯିବ।
Trending
- ଚାଷୀଙ୍କ ଖାତାରେ ସିଏମ କିଷାନର ପଞ୍ଚମ କିସ୍ତି , ଡିବିଟି ମାଧ୍ୟମରେ ଚାଷୀଙ୍କ ଖାତାକୁ ଗଲା ଟଙ୍କା
- ଲକ୍ଷ୍ମୀସାଗର ବ୍ରହ୍ମାକୁମାରୀ ସେଣ୍ଟରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପାଳିତ: ଦିବ୍ୟ ଗୁଣ ଧାରଣ ପାଇଁ ଆହ୍ୱାନ
- ମହାକାଶରେ ଭାରତର ନୂଆ ଆଖି । EOS-05ର ସଫଳ ଉତକ୍ଷେପଣ
- ଏଣିକି ଜମି କିଣାବିକା ପଞ୍ଜୀକରଣ ଦଲିଲ ମାତ୍ର ଚାରି ପୃଷ୍ଠାରେ ସୀମିତ ରହିବା ସହ ସେଲ୍ ଡିଡ୍ ରେଜିଷ୍ଟ୍ରେସନ ସମ୍ପୂର୍ଣ୍ଣ ପେପରଲେସ୍ ହେବ
- ଓଡ଼ିଶା ଯାତ୍ରୀ ସୁରକ୍ଷା ଆପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ସ୍କୁଲ ଆସିବା-ଯିବା କିମ୍ବା ପରିସରରେ ଛାତ୍ରଛାତ୍ରୀଙ୍କ ଦୁର୍ଘଟଣା ଘଟିଲେ ମିଳିବ ୨ ଲକ୍ଷ ସହାୟତା ଘୋଷଣା କଲେ ରାଜ୍ୟ ସରକାର
- ପୂର୍ବତନ ମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟିର ନେତା ସତ୍ୟେନ୍ଦ୍ର ଜୈନଙ୍କୁ ବଡ଼ ଆଶ୍ୱସ୍ତି, ମିଳିଲା ଜାମିନି
- ପବିତ୍ର ଜନ୍ମାଷ୍ଟମୀ ପାଇଁ ଚଳଚଞ୍ଚଳ କନ୍ଧମାଳ ଜିଲ୍ଲା, ଆଶ୍ରମରେ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ
- ଆସନ୍ତାକାଲି ମିଳିବ ସିଏମ୍-କିଷାନ ଯୋଜନାର ପଞ୍ଚମ କିସ୍ତି,ରାଜ୍ୟର ୪୧ ଲ୪ରୁ ଉର୍ଦ୍ଧ କୃଷକ ପରିବାର ଉପକୃତ ହେବେ
- ଭିତରକନିକାରେ ତିନି ଦିନ ଧରି ପକ୍ଷୀ ଗଣନା ଚାଲିବ,ସକାଳ ୬ରୁ ଦିନ ୧୨ଟା ପର୍ଯ୍ୟନ୍ତ ପକ୍ଷୀ ଗଣନା
Next Post