ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ। ସକାଳ ୧୦ଟାରେ ବସିବ ବୈଠକ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ୬୭ତମ କ୍ୟାବିନେଟ ବୈଠକରେ ଦୁଇଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିବା ସମ୍ଭାବନା ରହିଛି। ଶୀତ ଅଧିବେଶନ ଜାରି ରହିଥିବା ସମୟରରେ ଏହି କ୍ୟାବିନେଟ ବୈଠକକୁ ଅତ୍ୟନ୍ତ ଗୁରୁତ୍ବପୂର୍ଣ୍ଣ ମନେ କରାଯାଉଛି। ତେବେ ନିର୍ଦ୍ଧିଷ୍ଟ ଭାବେ କେଉଁ ପ୍ରସଙ୍ଗ ସମ୍ପର୍କରେ ନିଷ୍ପତ୍ତି ନିଆଯିବ ତାହା ସ୍ପଷ୍ଟ ହୋଇନାହିଁ
Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
Next Post