ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ। ସକାଳ ୧୦ଟାରେ ବସିବ ବୈଠକ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ୬୭ତମ କ୍ୟାବିନେଟ ବୈଠକରେ ଦୁଇଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିବା ସମ୍ଭାବନା ରହିଛି। ଶୀତ ଅଧିବେଶନ ଜାରି ରହିଥିବା ସମୟରରେ ଏହି କ୍ୟାବିନେଟ ବୈଠକକୁ ଅତ୍ୟନ୍ତ ଗୁରୁତ୍ବପୂର୍ଣ୍ଣ ମନେ କରାଯାଉଛି। ତେବେ ନିର୍ଦ୍ଧିଷ୍ଟ ଭାବେ କେଉଁ ପ୍ରସଙ୍ଗ ସମ୍ପର୍କରେ ନିଷ୍ପତ୍ତି ନିଆଯିବ ତାହା ସ୍ପଷ୍ଟ ହୋଇନାହିଁ
Trending
- ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରର ଖୋଲିଲା ଆଉ ୪ ଗେଟ୍,ବର୍ତ୍ତମାନ ୧୬ ଟି ଗେଟ୍ ଦେଇ ପାଣି ନିଷ୍କାସିତ
- ରାଜ୍ୟରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବର୍ଗର ଲୋକଙ୍କୁ ମିଳିବ ଶୀଘ୍ର ନ୍ୟାୟ, ରାଜ୍ୟର ୬ଟି ଜିଲ୍ଲାରେ ଏକ୍ସକ୍ଲୁସିଭ୍ ସ୍ୱତନ୍ତ୍ର କୋର୍ଟ ସ୍ଥାପନ ନେଇ ଆନୁଷ୍ଠାନିକ ବିଜ୍ଞପ୍ତି ପ୍ରକାଶ
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
Next Post