ଆଜି ପ୍ରକାଶ ପାଇବ ଚିଠା ଭୋଟର ତାଲିକା। ଆଜି ଠାରୁ ଡିସେମ୍ବର ୯ ତାରିଖ ଯାଏ ଚାଲିବ ସ୍ଵତନ୍ତ୍ର ଭୋଟର ତାଲିକା ସଂଶୋଧନ।ପ୍ରକାଶିତ ଭୋଟର ତାଲିକାରେ ଥିବା ତ୍ରୁଟି ସୁଧାରିବା ପାଇଁ ଭୋଟରମାନେ ଆପତ୍ତି ଅଭିଯୋଗ କରିପାରିବେ। ଡିସେମ୍ବର ୯ ତାରିଖ ଯାଏ ଆପତ୍ତି ଅଭିଯୋଗ ଗ୍ରହଣ କରାଯିବ। ଡିସେମ୍ବର ୨୬ ସୁଦ୍ଧା ଅଭିଯୋଗର ଶୁଣାଣି କରାଯାଇ ସମାଧାନ କରାଯିବ। ୨୦୨୪ ଜାନୁଆରୀ ୫ ତାରିଖରେ ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ ପାଇବ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ କହିଛନ୍ତି।
Trending
- କାଳ ବୈଶାଖି ପରେ ରାଜ୍ୟରେ ଉପରମୁହାଁ ପାରଦ
- ସୁରକ୍ଷାକର୍ମୀଙ୍କ ଗୁଳିରେ ୬ ନକ୍ସଲ ନିପାତ
- ୪ ଦିନିଆ ଭାରତ ଗସ୍ତରେ ଆସୁଛନ୍ତି ଆମେରିକାର ଉପରାଷ୍ଟ୍ରପତି
- ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି
- ଆସନ୍ତାକାଲି ସମ୍ବଲପୁରରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଶିବିର
- ଈଶାନଙ୍କ ପ୍ରେମରେ ଆଲିଆଙ୍କ ବଡ଼ ଭଉଣୀ
- ଶୁଭମନ ଗିଲଙ୍କ ଉପରେ ଲାଗିଲା ଜୋରିମାନା
- ମହାନଦୀର ଗଭୀର ଜଳ ରାଶି ଭିତରେ ଚେସ ଖେଳିଲେ ସୂର୍ଯ୍ୟବଂଶୀ ସୂରଜ
- ବିବାହ ବନ୍ଧନରେ ବାନ୍ଧି ହେଲେ କେଜ୍ରିଓ୍ବାଲଙ୍କ ଝିଅ ହର୍ଷିତା
- ପୁରୀ ଚନ୍ଦନା ଯାତ୍ରାରେ ବାଣରେ ଲାଗିଲା ରୋକ
Prev Post
Next Post