ଆଜି ବିଧାନସଭା ବଜେଟ୍ ଅଧିବେଶନର ସପ୍ତମ ଦିନ। ପଞ୍ଚାୟତରାଜ ଓ ପାନୀୟ ଜଳ, ଗୃହ ନିର୍ମାଣ ଓ ପୌର ଉନ୍ନୟନ , ଜଙ୍ଗଲ ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ, ଗ୍ରାମ୍ୟ ଉନ୍ନୟନ , ସରକାରୀ ଉଦ୍ୟୋଗ, ଶ୍ରମ ଓ କର୍ମଚାରୀଙ୍କ ରାଜ୍ୟ ବୀମା ପ୍ରଶ୍ନକାଳ ରହିଛି। ବିଧାୟକମାନେ ଚାହିଁଲେ ଭିନ୍ନ ପ୍ରଶ୍ନ ମଧ୍ୟ ପଚାରିପାରିବେ। ତେବେ ମୁଖ୍ୟମନ୍ତ୍ରୀଙ୍କ ନାଁ ନେଇ କଂଗ୍ରେସ ସ୍ଵାଧିକାର ଭଙ୍ଗ ନୋଟିସ୍ ଆଣି ଗୃହରେ ସୋମବାର ହଟ୍ଟଗୋଳ କରିଥିବାରୁ ଆଜି(ମଙ୍ଗଳବାର) ଦଳର ଆଭିମୁଖ୍ୟ କଣ ରହିବ ତା ଉପରେ ସମସ୍ତଙ୍କ ନଜର ରହିଛି। ସେହିପରି ୨୦୨୪ ୨୫ ଆର୍ଥିକ ବଜେଟ୍ ଉପରେ ପୁର୍ନବାର ସାଧାରଣ ଆଲୋଚନା ହେବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲେଖା ଅନୁଦାନ ପାରିତ କରିବା ପାଇଁ ଗୃହର ସହଯୋଗ ଲୋଡିବେ। ବିରୋଧୀଙ୍କ ପକ୍ଷରୁ ମୁଲତବୀ ପ୍ରସ୍ତାବ ଦିଆଯିବ।
Trending
- ବିଜେଡି ନେତା ଦିଲ୍ଲୀପ ନାୟକଙ୍କୁ କାହିଁକି ଉଠାଇ ନେଲା EOW !
- ବିଦ୍ୟାଳୟରେ ଭଗବତ ଗୀତା ପାଠ କରିବେ ଛାତ୍ରଛାତ୍ରୀ
- ମାତ୍ର ୪ ମିନିଟ ଚାଲିବା ପରେ ଅପରାହ୍ଣ ୪ଟା ଯାଏ ଗୃହ ମୁଲତବୀ ଘୋଷଣା କଲେ ବାଚସ୍ପତି
- ରାହୁଲ ଦେଶରେ ନିଆଁ ଲଗାଇବାକୁ ଚାହୁଁଛନ୍ତି : ବିଜେପି
- ଶୁଭମିତ୍ରା ହତ୍ୟାକାରୀ ଦୀପକଙ୍କ ଗୁମର ଫିଟୁଛି
- ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
Prev Post
Next Post