୨୦୨୪ ସାଧାରଣ ନିର୍ବାଚନର କିଛି ମାସ ପୂର୍ବରୁ ୫ଟି ରାଜ୍ୟର ବିଧାନସଭା ନିର୍ବାଚନକୁ ସେମିଫାଇନାଲ୍ ଭାବେ ଦେଖାଯାଉଛି। ଛତିଶଗଡ଼ରେ ଆଜି ପ୍ରଥମ ପର୍ଯ୍ୟାୟରେ ୨୦ଟି ଆସନ ପାଇଁ ମତଦାନ ହୋଇଥିବା ବେଳେ ମିଜୋରାମରେ ସମସ୍ତ ୪୦ ଆସନ ପାଇଁ ଭୋଟ୍ ଗ୍ରହଣ ହୋଇଛି।ମିଜୋରାମରେ ଆଜି ୭୭.୦୪ ପ୍ରତିଶତ ଭୋଟର୍ ସେମାନଙ୍କ ମତାଧିକାର ସାବ୍ୟସ୍ତ କରିଛନ୍ତି ଏବଂ ଛତିଶଗଡ଼ରେ ୭୧ ପ୍ରତିଶତ ମତଦାନ ହୋଇଛି। ୨୦୧୮ରେ ଛତିଶଗଡ଼ରେ ୭୭ ପ୍ରତିଶତ ଓ ମିଜୋରାମରେ ୮୧ ପ୍ରତିଶତ ମତଦାନ ହୋଇଥିଲା।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post