ଆଗାମୀ ଲୋକ ସଭା ନିର୍ବାଚନ, ରାମ ମନ୍ଦିରର ଉଦ୍ଘାଟନ ଏବଂ ସନାତନ ଧର୍ମକୁ ନେଇ ବିବାଦ ମଧ୍ୟରେ ଉତ୍ତରପ୍ରଦେଶରେ ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ (ଆରଏସଏସ) ସକ୍ରିୟ ହୋଇଛି। ଆଜି ସାରେ ଲକ୍ଷ୍ନୌ ଆରଏସଏସ,ଭାଜପା ସରକାର ଏବଂ ଆନୁଷଙ୍ଗିକ ସଂଗଠନର ଏକ ସମନ୍ବୟ ବୈଠକ ହେବ। ୨୦୨୪ ଦୃଷ୍ଟିକୋଣରୁ ଏହି ବୈଠକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବିବେଚନା କରାଯାଉଛି।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post
Next Post