ଟିଏମ୍ସି ସୁପ୍ରିମୋ ମମତା ବାନାର୍ଜୀ ପଶ୍ଚିମବଂଗରେ କଂଗ୍ରେସ ସହ କୌଣସି ସ୍ଥିତିରେ ବି ମେଣ୍ଟ କରାଯିବ ନାହିଁ ବୋଲି ଆଜି ଘୋଷଣା କରିଥିବା ବେଳେ ଆପ୍ ସୁପ୍ରିମୋ ଅରବିନ୍ଦ କେଜ୍ରିୱାଲ ମଧ୍ୟ ପଂଜାବରେ କଂଗ୍ରେସ ସହ ଦଳ ମେଣ୍ଟ କରିବ ନାହିଁ ବୋଲି ସ୍ପଷ୍ଟ କରିଦେଇଛନ୍ତି। ମେଣ୍ଟର ଦୁଇ ପ୍ରମୁଖ ନେତାଙ୍କ ଏଭଳି ଆଭିମୁଖ୍ୟ କଂଗ୍ରେସ ପାଇଁ ବଡ଼ ଝଟ୍କା ହୋଇଥିବା ବେଳେ ଏହା ଇଣ୍ଡିଆ ମେଣ୍ଟର ରଣନୀତିକୁ ଦୁର୍ବଳ କରିଦେବ ବୋଲି କୁହାଯାଉଛି। ମମତା କହିଛନ୍ତି, ଦଳ ପଶ୍ଚମବଂଗରେ ଆଗାମୀ ଲୋକସଭା ନିର୍ବାଚନ ଏକାକୀ ଲଢ଼ିବ। କଂଗ୍ରେସ ସହ ଆସନ ବୁଝାମଣା ବିଫଳ ହୋଇଛି ଏବଂ ରାଜ୍ୟରେ ମେଣ୍ଟ ହେବନାହିଁ ବୋଲି ମମତାଙ୍କ ଘୋଷଣା ପରେ କଂଗ୍ରେସ ନିଜ ଆଭିମୁଖ୍ୟ ନରମ କରି ମମତାଙ୍କୁ ମନାଇବାକୁ ପ୍ରୟାସ ଜାରି ରଖିଛି।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Next Post