ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କିଏ ବ୍ୟକ୍ତିଗତ ସଚିବ ହେବେ ସେନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି। ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଲୋକସେବା ଭବନରେ ବିଧିବଦ୍ଧ ଭାବେ କାମ ଆରମ୍ଭ କରିବା ପରେ ଏବେ ବ୍ୟକ୍ତିଗତ ସଚିବଙ୍କୁ ନେଇ କଳ୍ପନାଜଳ୍ପନା ଆରମ୍ଭ ହୋଇଛି।ଏନେଇ ତିନି ଜଣ ଆଇଏଏସ୍ ଅଫିସରଙ୍କ ନାମ ସାମ୍ନାକୁ ଆସୁଛି। ଯୁବ ଆଇଏଏସ୍ ଅନୁପମ ଶାହା, ଅରବିନ୍ଦ ଡାକୁଆ ଓ ଦିଲ୍ଲୀପ ରାଉତରାୟଙ୍କ ନାମ ଚର୍ଚ୍ଚାକୁ ଆସୁଛି। ହେଲେ ଚର୍ଚ୍ଚାର ଏହି ପଦବୀ ଦୌଡ଼ରେ ସବୁଠୁ ଆଗରେ ଯୁବ ଆଇଏଏସ୍ ଅନୁପମ ଶାହା ରହିଛନ୍ତି।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ