ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ ହାଜର ହେବାକୁ ସମନ୍ କରିଥିଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ।ପୂର୍ବରୁ ମଧ୍ୟ ଏହି ମାମଲାରେ ଗିରଫ ହୋଇଛନ୍ତି ତତ୍କାଳୀନ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ ଓ ଆପ୍ ସାଂସଦ ସଞ୍ଜୟ ସିଂ । ଉଭୟଙ୍କ ଗିରଫ ପରେ ଏବେ କେଜରୀୱାଲଙ୍କୁ ସମନ୍ ଜାରି ହୋଇଥିଲା । ଏହି ବହୁଚର୍ଚ୍ଚିତ ମାମଲାରେ ପୂର୍ବରୁ ସିବିଆଇ ମଧ୍ୟ କେଜ୍ରିୱାଲଙ୍କୁ ଜେରା କରିସାରିଛି ।ଗତ ଏପ୍ରିଲ ୧୬ରେ ୯ ଘଣ୍ଟା ଧରି ମାରାଥନ ଜେରା କରିଥିଲା ସିବିଆଇ । ତେବେ ଆଜି ଇଡିରେ ହାଜର ହେବା ନେଇ ସମନ ଜାରି କରିଥିଲା ଇଡି । ଅରବିନ୍ଦ କେଜରୀୱାଲଙ୍କୁ ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ହାଜର ହେବାକୁ ସମନ୍ କରିଥିଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Prev Post
Next Post