ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଜାନୁଆରି ୨୩ ତାରିଖ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଜୟନ୍ତୀ ଦିନ ଠାରୁ ଓଡ଼ିଶାର କୋଣ ଅନୁକୋଣରେ ପରିବାର ସମ୍ପର୍କ ଅଭିଯାନ ବା “ଘରେ ଘରେ ଶଙ୍ଖ” କାର୍ଯ୍ୟକ୍ରମ ଶୁଭାରମ୍ଭ ହୋଇଥିବା ବେଳେ ଘୁ. ଉଦୟଗିରି ବିଜ୍ଞାପିତ ଅଞ୍ଚଳ ପରିଷଦ ଅଞ୍ଚଳରେ ମଧ୍ୟ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।ଏହି କାର୍ଯ୍ୟକ୍ରମ ବିଜ୍ଞାପିତ ଅଞ୍ଚଳ ପରିଷଦର ୱାର୍ଡ ନମ୍ବର ୧ ପଦାସାହି ଠାରୁ ଆଜି ଆରମ୍ଭ ହୋଇଛି।
Trending
- ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଖସାପଡ଼ା ନୀତି , ୪ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ
- ପ୍ରାଥମିକ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପରିଚୟପତ୍ର ବଦଳିବ
- ଶ୍ରାବଣ ମାସର ତୃତୀୟ ସୋମବାର
- ବଢ଼ିବ ଚାଷୀ ପଞ୍ଜୀକରଣ ସମୟସୀମା
- ପହିଲାରୁ ନୂଆ ନିୟମ ,ମାସିକ ବଜେଟକୁ କରିବ ପ୍ରଭାବିତ
- ମନ କି ବାତରେ ଓଡ଼ିଶା କଥା
- ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ ଘଟଣାରେ ଫେରାର ଥିବା ବିଜେଡି କର୍ପୋରେଟର ଅମରେଶ ଜେନା ନୀଳଗିରିରୁ ଗିରଫ
- ଆଜି କାର୍ଗିଲ ବିଜୟ ଦିବସ
- ୧୦ ସରପଞ୍ଚ ବିଜେପିରେ ମିଶିଲେ
- ମୋହନଙ୍କ ମନ୍ତ୍ରିମଣ୍ଡଳ ସଂପ୍ରସାରଣ: କିଏ ପାଇବେ ସ୍ଥାନ?
Prev Post
Next Post