ଆଜି ମିଜୋରାମ ଓ ଛତିଶଗଡ଼ ରାଜ୍ୟରେ ମତଦାନ ଆରମ୍ଭ ହୋଇଛି। ଆଜି ମିଜୋରାମ ରାଜ୍ୟର ସମସ୍ତ ୪୦ଟି ଯାକ ଆସନରେ ମତଦାନ ହେଉଥିବା ବେଳେ ଛତିଶଗଡ଼ ରାଜ୍ୟର ମୋଟ ୯୦ ଆସନ ମଧ୍ୟରୁ ୨୦ଟି ଆସନରେ ମତ ଗ୍ରହଣ ଆରମ୍ଭ ହୋଇଛି। ଛତିଶଗଡ଼ର ମାଓ ପ୍ରବଣ ବସ୍ତର ଡିଭିଜନର ୭ ଜିଲ୍ଲାର ୧୨ଟି ଆସନ ସହ ଅନ୍ଯ ୪ଟି ଜିଲ୍ଲାର ୮ଟି ଆସନରେ ଭୋଟିଂ ଆରମ୍ଭ ହୋଇଛି। ମାଓପ୍ରବଣ ୧୦ଟି ଆସନରେ ମତଦାନ ସକାଳ ୭ଟାରୁ ଆରମ୍ଭ ହୋଇ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଚାଲିବ। ଅବଶିଷ୍ଟ ୧୦ଟି ଆସନରେ ମତଦାନ ସକାଳ ୮ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଚାଲିବ। ପ୍ରଥମ ପର୍ଯ୍ୟାୟରେ ୨୨୩ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା ହେବ। ସେଥି ମଧ୍ୟରେ ୨୫ ଜଣ ମହିଳା ପ୍ରାର୍ଥୀ ରହିଛନ୍ତି।
Trending
- ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ଘଟଣା: ସାଙ୍ଗ ଓ ଦୁଇ ଅଭିଯୋଗକାରୀ ଯୁବତୀଙ୍କୁ ପଚରା ଉଚରା କଲା NHRC ଟିମ୍
- ରୁପାଲି ଛକ ନିକଟରେ କୁଢ଼ କୁଢ଼ ଅଳିଆ ଓ ମଦ ବଟଲ ଦେଖି ରାଗିଗଲେ ଭୁବନେଶ୍ୱର ମେୟର
- ଦିଲ୍ଲୀର ମାଲବ୍ୟ ନଗରରେ ଥିବା ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ, ନିଆଁ ଲାଗି ୨୦ ଜଣଙ୍କ ମୃତ୍ୟୁ,ଏକାଧିକ ଗୁରୁତର
- ଆଜିଠୁ ପୁରୀରେ ଆରମ୍ଭ ହେବ ବ୍ରିକ୍ସ ସମ୍ମିଳନୀ,ବିପର୍ଯ୍ୟୟ ମୁକାବିଲାର ଗୁରୁମନ୍ତ୍ର ଶିଖାଇବ ଓଡ଼ିଶା
- STF ର DIG ଭାବେ ଦାୟିତ୍ୱ ଗ୍ରହଣ କଲେ ଆଇପିଏସ ଡକ୍ଟର କନୱର ବିଶାଲ ସିଂହ
- ସବୁଠୁ ଅଧିକ ସମୟ ଯାଏ ନିର୍ବାଚିତ ପ୍ରଧାନମନ୍ତ୍ରୀ ହେବାର ରେକର୍ଡ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ , ଭାଙ୍ଗିବେ ନେହରୁଙ୍କ ରେକର୍ଡ
- ଫାର୍ମ ହାଉସରୁ ମିଳିଲା ହାତୀର ମୃତଦେହ
- ରାଜ୍ୟ କ୍ୟାବିନେଟ: ଆସିବ ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ
- ଦିଲ୍ଲୀ ଗଲେ ନବୀନ
- ଓଡ଼ିଶା ସରକାରଙ୍କ ନୂଆ ନିର୍ଦ୍ଦେଶନାମା ,ଆଜି ଠାରୁ କେବଳ କିଣାହେବ ଇଭି ଯାନ
Prev Post
Next Post