ଅବକାରୀ ଦୁର୍ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ହାଜର ହେବାକୁ କରିଥିବା ନୋଟିସ୍କୁ ପୁଣି ଏଡାଇଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ। ଇଡି ପକ୍ଷରୁ ମିଳିଥିବା ସମନ ଜବାବରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ କହିଛନ୍ତି ଯେ ତାଙ୍କର ଲୁଚାଇବାକୁ କିଛି ନାହିଁ ଏବଂ ଏହି ଡାକରା ପ୍ରତ୍ୟାହାର କରାଯିବା ଉଚିତ। ଅରବିନ୍ଦ କେଜ୍ରିୱାଲ ଲେଖିଛନ୍ତି, ‘ମୁଁ ପ୍ରତ୍ୟେକ ଆଇନଗତ ସମନ ଗ୍ରହଣ କରିବାକୁ ପ୍ରସ୍ତୁତ ଅଛି। କିନ୍ତୁ ପୂର୍ବ ପରି ଇଡିର ଏହି ସମନ ମଧ୍ୟ ବେଆଇନ ଅଟେ। ଇଡିର ସମନ ରାଜନୈତିକ ଉଦ୍ଦେଶ୍ୟ ପ୍ରଣୋଦିତ, ତେଣୁ ସମନ ପ୍ରତ୍ୟାହାର କରାଯିବା ଉଚିତ୍। ଆଗରୁ ସେ କହିଥିଲେ ଯେ “ମୁଁ ମୋ ଜୀବନକୁ ସଚ୍ଚୋଟତା ଏବଂ ସ୍ୱଚ୍ଛତା ସହ ବଞ୍ଚିଛି ଏବଂ ମୋର ଲୁଚାଇବାକୁ କିଛି ନାହିଁ’। ତେଣୁ ଏଭଳି କିଛି କହି ସେ ଏଥର ବି ଇଡିରେ ହାଜର ହେବେନି ବୋଲି କହିଛନ୍ତି।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Prev Post
Next Post