ନିଟ ଅନିୟମିତତା ନେଇ ଜାତୀୟ ରାଜନୀତିରୁ ରାଜ୍ୟ ରାଜନୀତି ସରଗରମ ରହିଛି। ଏହାରି ଭିତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ପରୀକ୍ଷା ତ୍ରୁଟି ନେଇ ସମାଲୋଚନା କରାଯାଉଛି। ତେବେ ମଙ୍ଗଳବାର ଛାତ୍ର କଂଗ୍ରେସ ଧର୍ମେନ୍ଦ୍ରଙ୍କ ଭୁବନେଶ୍ୱର ବାସଭବନକୁ ଘେରାଉ କରିଛି।ଛାତ୍ର କଂଗ୍ରେସ ଶିକ୍ଷାମନ୍ତ୍ରୀଙ୍କ ବାସଭବନ ଆଗରେ ବିକ୍ଷୋଭ କରିଛନ୍ତି। ଏଥିସହ ଛାତ୍ରମାନେ ପ୍ଲାକାର୍ଡ ଧରି ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।
Trending
- ୮ମ ବେତନ କମିଶନକୁ ଅନୁମୋଦନ
- ଜିରୋ କାଜୁଆଲିଟି ସରକାରଙ୍କ ଲକ୍ଷ୍ୟ , ପ୍ରଥମ ଓ ଦ୍ୱିତୀୟ ଦିନରେ ୫ଟି ଜିଲ୍ଲା ପ୍ରଭାବିତ ହେବ – ମୁଖ୍ୟମନ୍ତ୍ରୀ
- ଭୟ ନକରି ସତର୍କ ରୁହନ୍ତୁ, ଆମେ ଏକାଠି ବାତ୍ୟାର ମୁକାବିଲା କରିବା – ନବୀନ
- ଛଠ ପୂଜା କାର୍ଯ୍ୟକ୍ରମରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବର୍ତ୍ତମାନ ମୋନ୍ଥା ଗୋପାଳପୁର ଠାରୁ ୫୫୦ କିଲୋମିଟର ଦକ୍ଷିଣ ଦକ୍ଷିଣ-ପଶ୍ଚିମ ଦିଗରେ ରହିଛି
- ବାତ୍ୟା ପାଇଁ ଖୋର୍ଦ୍ଧା ଜିଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା
- ସମ୍ଭାବ୍ୟ ବାତ୍ୟା ‘ମୋନ୍ଥା’ ପାଇଁ ୮ ଜିଲାରେ ସ୍କୁଲ ଛୁଟି ଘୋଷଣା
- ବାତ୍ୟାର ପ୍ରଭାବ ଦାରିଙ୍ଗବାଡ଼ିରେ ଦେଖିବାକୁ ମିଳିଛି, ମଧ୍ୟାହ୍ନରୁ ବର୍ଷା, ପବନ ଲାଗିରହିଛି
- ସରକାର ଗଢ଼ିବା ପାଇଁ ଭୋଟରଙ୍କୁ ପ୍ରତିଦିନ ଲୋଭ ଦେଖାଉଛନ୍ତି ତେଜସ୍ବୀ
- ନୂଆପଡ଼ାରେ ତିନି ପ୍ରମୁଖ ରାଜନୈତିକ ଦଳଙ୍କ ଫୋକସରେ ଚାଷୀ, ମହିଳା
Prev Post
Next Post