ନିର୍ବାଚନରେ ପରାଜୟ ପରେ ବିଜେଡିର ବରିଷ୍ଠ ନେତାଙ୍କୁ ନବୀନ ନିବାସକୁ ଡକାଯାଇଛି। କିଛି ଗୁରୁତ୍ୱପୂର୍ଣ୍ଣ ବିଷୟରେ ଆଲୋଚନା ହୋଇପାରେ। ଏଥିପାଇଁ ନବୀନ ନିବାସରେ ପହଞ୍ଚିସାରିଛନ୍ତି ବିଜେଡିର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ଅତନୁ ସବ୍ୟସାଚ୍ଚୀ ନାୟକ, ପ୍ରତାପ ଦେବ, କଳିକେଶ ସିଂହଦେଓ ଏବଂ ପ୍ରସନ୍ନ ଆଚାର୍ଯ୍ୟଙ୍କ ପରି ଅନେକ ବରିଷ୍ଠ ନେତା। ସେହିପରି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ, ବିଜେଡି ବରିଷ୍ଠ ଉପସଭାପତି ଦେବୀ ମିଶ୍ର ମଧ୍ୟ ଉପସ୍ଥିତ ଅଛନ୍ତି।ମୁଖ୍ୟମନ୍ତ୍ରୀ ପଦରୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଇସ୍ତଫା ଦେବାପରେ ଜୁନ୍ ୫ରେ ନବୀନ ନିବାସରେ ତାଙ୍କୁ ଦଳର ନବନିର୍ବାଚିତ ବିଧାୟକମାନେ ସାକ୍ଷାତ କରିଥିଲେ। ତେବେ ଏହି ସାକ୍ଷାତ ସମୟରେ ପାଣ୍ଡିଆନ୍ ଅନୁପସ୍ଥିତ ଥିଲେ।
Trending
- ସାମୁଦ୍ରିକ ଝଡ଼ ‘ମୋନ୍ଥା’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଜାରି , ରାତି ୧୨ଟା ସୁଦ୍ଧା ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଶେଷ ହେବ
- ୮ମ ବେତନ କମିଶନକୁ ଅନୁମୋଦନ
- ଜିରୋ କାଜୁଆଲିଟି ସରକାରଙ୍କ ଲକ୍ଷ୍ୟ , ପ୍ରଥମ ଓ ଦ୍ୱିତୀୟ ଦିନରେ ୫ଟି ଜିଲ୍ଲା ପ୍ରଭାବିତ ହେବ – ମୁଖ୍ୟମନ୍ତ୍ରୀ
- ଭୟ ନକରି ସତର୍କ ରୁହନ୍ତୁ, ଆମେ ଏକାଠି ବାତ୍ୟାର ମୁକାବିଲା କରିବା – ନବୀନ
- ଛଠ ପୂଜା କାର୍ଯ୍ୟକ୍ରମରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବର୍ତ୍ତମାନ ମୋନ୍ଥା ଗୋପାଳପୁର ଠାରୁ ୫୫୦ କିଲୋମିଟର ଦକ୍ଷିଣ ଦକ୍ଷିଣ-ପଶ୍ଚିମ ଦିଗରେ ରହିଛି
- ବାତ୍ୟା ପାଇଁ ଖୋର୍ଦ୍ଧା ଜିଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା
- ସମ୍ଭାବ୍ୟ ବାତ୍ୟା ‘ମୋନ୍ଥା’ ପାଇଁ ୮ ଜିଲାରେ ସ୍କୁଲ ଛୁଟି ଘୋଷଣା
- ବାତ୍ୟାର ପ୍ରଭାବ ଦାରିଙ୍ଗବାଡ଼ିରେ ଦେଖିବାକୁ ମିଳିଛି, ମଧ୍ୟାହ୍ନରୁ ବର୍ଷା, ପବନ ଲାଗିରହିଛି
- ସରକାର ଗଢ଼ିବା ପାଇଁ ଭୋଟରଙ୍କୁ ପ୍ରତିଦିନ ଲୋଭ ଦେଖାଉଛନ୍ତି ତେଜସ୍ବୀ