ଆସନ୍ତା ନଭେମ୍ବର ୨ରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟରେ ହାଜର ହେବେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ । ବେଆଇନ ଅର୍ଥ କାରବାର ମାମଲାରେ କେଜ୍ରିଓ୍ବାଲଙ୍କୁ ହାଜର ହେବାକୁ ଦିଆଯାଇଛି ନିର୍ଦ୍ଦେଶ । ପୂର୍ବରୁ ଗତ ଏପ୍ରିଲ ୧୬ ତାରିଖରେ ଅରବିନ୍ଦ କେଜ୍ରିଓ୍ବାଲଙ୍କୁ ସିବିଆଇ ଜେରା କରିଥିଲା । ସେହିପରି ଗତ ଅକ୍ଟୋବର ୪ ତାରିଖରେ ରାଜ୍ୟସଭା ସାଂସଦ ସଞ୍ଜୟ ସିଂଙ୍କୁ ଗିରଫ କରିଥିଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ଏହି ମାମଲାରେ ଗିରଫ ହୋଇଥିଲେ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ । ସିସୋଦିଆଙ୍କ ଆବେଦନକୁ ଖାରଜ କରିଥିଲେ ସୁପ୍ରିମକୋର୍ଟ । ଫଳରେ ମନୀଷ ସିସୋଦିଆଙ୍କୁ ଆହୁରି ୬ ମାସ ଜେଲରେ ରହିବାକୁ ପଡିବ ।
Trending
- ଏହା ଆତ୍ମହତ୍ୟା ନୁହେଁ , ଏହା ବିଜେପିର ବ୍ୟବସ୍ଥା ଦ୍ଵାରା ସଂଗଠିତ ହୋଇଥିବା ହତ୍ୟା – ରାହୁଲ ଗାନ୍ଧୀ
- ମୃତ ସୌମ୍ୟାଶ୍ରୀଙ୍କ ପରିବାରକୁ ୨୦ଲକ୍ଷର ସହାୟତା ଘୋଷଣା କଲେ ରାଜ୍ୟ ସରକାର
- ଆଜି ପୃଥୀବି ପୃଷ୍ଠକୁ ଫେରିବେ ଶୁଭାଂଶୁ ଶୁକ୍ଳା
- ପୈତୃକ ଗାଁ ପଳାସିଆରେ ପହଞ୍ଚିଲା ମୃତ ସୌମ୍ୟାଶ୍ରୀଙ୍କ ମରଶରୀର
- ବାଲେଶ୍ୱର ଏଫଏମ୍ କଲେଜ ନିଲମ୍ବିତ ପ୍ରିନ୍ସିପାଲ ଦିଲୀପ ଘୋଷ ଗିରଫ
- ଆଜିଠୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
- ରାଜ୍ୟସଭାକୁ ୪ ବିଶିଷ୍ଟ ବ୍ୟକ୍ତି ମନୋନୀତ
- ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ୪ଦିନ ପରେ ଗଡ଼ିଲା ଘରୋଇ ବସ୍
- ଅପରେସନ୍ ସିନ୍ଦୂର’କୁ ଭାରତ ପାଇଁ ଏକ ଗର୍ବର ମୁହୂର୍ତ୍ତ
Prev Post
Next Post