ପୂର୍ବତନ ଜେଡିୟୁ ଏମଏଲସି ତଥା ଦଳର ବରିଷ୍ଠ ନେତା ରଣବୀର ନନ୍ଦନ ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ହାତ ଛାଡିଛନ୍ତି। ସେ ଦଳର ଜାତୀୟ ସଭାପତି ଲଲନ ସିଂ ଏବଂ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ଇସ୍ତଫା ପତ୍ର ପଠାଇଛନ୍ତି। କିଛି ଦିନ ପୂର୍ବରୁ ରଣବୀର ଏକ ବିବୃତ୍ତି ଦେଇଥିଲେ ଯେ, ନୀତୀଶ କୁମାର ପୁଣିଥରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହିତ ଆସିବା ଉଚିତ୍। ବର୍ତ୍ତମାନ ରଣବୀର ଭାଜପରେ ଯୋଗ ଦେଇପାରନ୍ତି ବୋଲି ଚର୍ଚ୍ଚା ହେଉଛି। ସେ କିଛି ଦିନ ହେବପାର୍ଟି କାର୍ଯ୍ୟକଳାପରୁ ମଧ୍ୟ ଦୂରରେ ଥିଲେ। ବର୍ତ୍ତମାନ ଇସ୍ତଫା ଦେବା ପରେ ତାଙ୍କର ପରବର୍ତ୍ତୀ ପଦକ୍ଷେପ କ’ଣ ହେବ ତାହା ଦେଖିବାକୁ ବାକି ରହିଲା।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Next Post