ହରିୟାଣା ଓ କେନ୍ଦ୍ରଶାସିତ ଅଞ୍ଚଳ ଜମ୍ମୁ-କଶ୍ମୀରରେ ସଦ୍ୟ ଅନୁଷ୍ଠିତ ନିର୍ବାଚନର ବହୁପ୍ରତୀକ୍ଷିତ ଫଳାଫଳ ମଙ୍ଗଳବାର ପ୍ରକାଶ ପାଇଛି। ୯୦ ଆସନ ବିଶିଷ୍ଟ ହରିୟାଣା ବିଧାନସଭାର ୪୮ ଆସନରେ ସଫଳତା ସହ ଶାସକ ଭାଜପା ହ୍ୟାଟ୍ରିକ୍ ବିଜୟ ଲାଭ କରିଛି। ଏଠାରେ ଭାଜପାକୁ ଗାଦିଚ୍ୟୁତ କରିବା ପାଇଁ ଆଶାବାଦୀ ଥିବା କଂଗ୍ରେସକୁ ନିରାଶ ହେବାକୁ ପଡ଼ିଛି। ଏହି ଦଳ ୩୭ ଆସନରେ ସୀମିତ ହୋଇ ରହିଯାଇଛି। ଇଣ୍ଡିଆନ୍ ନ୍ୟାଶନାଲ ଲୋକ ଦଳ (ଆଇଏନ୍ଏଲ୍ଡି) ମାତ୍ର ୨ ଆସନ ପାଇଥିବା ବେଳେ ସ୍ବାଧୀନ ପ୍ରାର୍ଥୀ ୩ ଆସନ ଦଖଲ କରିଛନ୍ତି। କିଙ୍ଗ୍ମେକର ହେବାକୁ ଆଶା ବାନ୍ଧିଥିବା ଅରବିନ୍ଦ କେଜ୍ରିଓ୍ବାଲଙ୍କ ଆମ୍ ଆଦ୍ମୀ ପାର୍ଟି (ଆପ୍) ଏବଂ ଲୋକ ସଭା ନିର୍ବାଚନ ବେଳେ ଅଧିକ ଆସନ ଦାବିକରି ସରକାରରୁ ବିଦା ହୋଇଥିବା ତତ୍କାଳୀନ ଉପମୁଖ୍ୟମନ୍ତ୍ରୀ ଦୁଷ୍ୟନ୍ତ ଚୌତାଲାଙ୍କ ଜନନାୟକ ଜନତା ପାର୍ଟି (ଜେଜେପି) ଖାତା ଖୋଲିପାରି ନାହିଁ।
Trending
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
Prev Post
Next Post