ବିଜୁ ଜନତା ଦଳ ସରକାର ମଧ୍ୟ ଏବେ ପଛୁଆ ବର୍ଗକୁ ନେଇ ସର୍ଭେ ରିପୋର୍ଟ ଜାରି କରିବାକୁ ପ୍ରସ୍ତୁତି ଆରମ୍ଭ କରି ଦେଇଛନ୍ତି । ଏହି ସମ୍ବନ୍ଧରେ ଏକ ରିପୋର୍ଟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସରକାରଙ୍କୁ ପ୍ରଦାନ କରାଯାଇଥିବା ନେଇ ଖବର ମିଳିଛି । ଏଠାରେ ସୂଚାଇ ଦିଆଯାଇପାରେ ଯେ, ବିହାରରେ ଜାତିଗତ ଜନଗଣନାର ତଥ୍ୟ ଜାରି ହୋଇସାରିଛି । ଲୋକସଭା ୨୦୨୪ ଓ ବିଧାନସଭା ନିର୍ବାଚନ ପୂର୍ବରୁ ଏହି ତଥ୍ୟ ପ୍ରକାଶନ ବହୁତ ଗୁରୁତ୍ୱପୂର୍ଣ୍ଣ ବୋଲି କୁହାଯାଉଛି ।ବିଜେଡି ବିଧାୟକ ତଥା ଓଡିଶା ସରକାରର ପୂର୍ବତନ ମନ୍ତ୍ରୀ ଦେବୀ ପ୍ରସାଦ ମିଶ୍ର କହିଛନ୍ତି ସରକାର ଅନ୍ୟ ପଛୁଆ ବର୍ଗଙ୍କୁ ଲାଭ ପହଞ୍ଚାଇବା ଲାଗି ସହି ଗଣନାକୁ ସ୍ୱଚ୍ଛତା ରକ୍ଷା କରିବାକୁ ଚାହୁଁଛନ୍ତି । ଏହି କ୍ରମରେ ଆୟୋଗ ପକ୍ଷରୁ ମିଳିଥିବା ରିପୋର୍ଟକୁ ଏବେ ଅଧ୍ୟୟନ କରାଯାଉଛି ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post