ଗଞ୍ଜାମ ଜିଲ୍ଲାରେ ସଂସଦୀୟ କ୍ଷେତ୍ର ଦୁଇଟି, ବ୍ରହ୍ମପୁର ଏବଂ ଆସିକା। ରାଜନୈତିକ ଦୃଷ୍ଟିରୁ ଆସିକା ଲୋକସଭା କ୍ଷେତ୍ରର ଏକ ସ୍ବତନ୍ତ୍ର ପରିଚୟ ରହିଛି। କାରଣ ଏହି ଲୋକସଭା ଆସନରୁ ସ୍ବର୍ଗତ ବିଜୁ ପଟ୍ଟନାୟକ ସାଂସଦ ହୋଇଥିଲେ। ସେହିପରି ବିଜୁ ବାବୁଙ୍କ ଦେହାନ୍ତ ପରେ ତାଙ୍କର ପୁତ୍ର ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଏହି ଆସନରୁ ଉପନିର୍ବାଚନରେ ଜିଣି ସାଂସଦ ହୋଇ ରାଜନୀତିରେ ଖଡ଼ି ଛୁଇଁ ଥିଲେ। ସେବେଠାରୁ ଏହି ଆସନ ବିଜେଡି ଦଖଲରେ। ଆଗକୁ ସାଧାରଣ ନିର୍ବାଚନ ରହିଥିବା ବେଳେ ଆସିକା ଲୋକସଭା ଆସନ ନିମନ୍ତେ କେଉଁ ଦଳ ପାଇଁ କିଏ ପ୍ରାର୍ଥୀ ହେବ ତାହା ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇପାରି ନାହିଁ।
Trending
- ଧସିଲା କୋଇଲା ଖଣି , ଚାପି ହେଲେ ୧୨ ଜଣ ଶ୍ରମିକ
- ବିଜେଡି ଏନଡିଏ ପ୍ରାର୍ଥୀଙ୍କୁ ଭୋଟ ଦେବ କି ?
- ଆଜି ମହାପ୍ରଭୁଙ୍କୁ ଚିତାଲାଗି
- ରାଜ୍ୟରେ ୨୩ ଜିଲ୍ଲାରେ ୫୬ଟି ନୂଆ କୋର୍ଟକୁ ଅନୁମୋଦନ ମିଳିଛି
- ଦିଲ୍ଲୀରେ ଖୁବ୍ ଜୋର୍ରେ ବର୍ଷା , ତଳିଆ ଅଞ୍ଚଳ ଆଣ୍ଠୁଏ ପାଣି
- ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ବିଏମ୍ସିର କାର୍ଯ୍ୟନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
- ବନ୍ଧା ହେଲେ ଡିଏଫ୍ଓ ବାବୁ
- ଆଜି ଠୁ ପ୍ଲାଷ୍ଟିକରେ ପେଟ୍ରାଲ ବିକ୍ରୟ ନିଷେଧ
- ଧନକର ଇସ୍ତଫା ନା ଚାପର ବଶବର୍ତ୍ତୀ ହୋଇ ପଦତ୍ୟାଗ କଲେ
- ଇସ୍ତଫା ଦେଲେ ଉପରାଷ୍ଟ୍ରପତି ଜଗଦୀପ ଧନଖର
Prev Post
Next Post