ଗଞ୍ଜାମ ଜିଲ୍ଲାରେ ସଂସଦୀୟ କ୍ଷେତ୍ର ଦୁଇଟି, ବ୍ରହ୍ମପୁର ଏବଂ ଆସିକା। ରାଜନୈତିକ ଦୃଷ୍ଟିରୁ ଆସିକା ଲୋକସଭା କ୍ଷେତ୍ରର ଏକ ସ୍ବତନ୍ତ୍ର ପରିଚୟ ରହିଛି। କାରଣ ଏହି ଲୋକସଭା ଆସନରୁ ସ୍ବର୍ଗତ ବିଜୁ ପଟ୍ଟନାୟକ ସାଂସଦ ହୋଇଥିଲେ। ସେହିପରି ବିଜୁ ବାବୁଙ୍କ ଦେହାନ୍ତ ପରେ ତାଙ୍କର ପୁତ୍ର ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଏହି ଆସନରୁ ଉପନିର୍ବାଚନରେ ଜିଣି ସାଂସଦ ହୋଇ ରାଜନୀତିରେ ଖଡ଼ି ଛୁଇଁ ଥିଲେ। ସେବେଠାରୁ ଏହି ଆସନ ବିଜେଡି ଦଖଲରେ। ଆଗକୁ ସାଧାରଣ ନିର୍ବାଚନ ରହିଥିବା ବେଳେ ଆସିକା ଲୋକସଭା ଆସନ ନିମନ୍ତେ କେଉଁ ଦଳ ପାଇଁ କିଏ ପ୍ରାର୍ଥୀ ହେବ ତାହା ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇପାରି ନାହିଁ।
Trending
- ପିଲାଦିନକୁ ମରିବାକୁ ଦେବା ଉଚିତ୍ ନୁହେଁ ବରଂ ବଞ୍ଚାଇ ରଖିବା ହେଉଛି ଶିକ୍ଷକଙ୍କ କାମ – ମୋଦୀ
- ଯୁଦ୍ଧ ସମୟରେ ସବୁଠାରୁ ଦୀର୍ଘ ସମୟ ପ୍ରଧାନମନ୍ତ୍ରୀ ରହିବାର ରେକର୍ଡ କଲେ ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି, ମୋଦୀ ଜଣାଇଲେ ଶୁଭେଚ୍ଛା
- ଆନ୍ଦୋଳନକାରୀଙ୍କ ବାପାଙ୍କୁ ଆକ୍ରମଣ କରି ଗୁରୁତର ଆହତ କରିଥିବା ଅଭିଯୋଗରେ ଇନଫ୍ଲୁଏନ୍ସର ସ୍ୱତନ୍ତ୍ର ଭରଦ୍ୱାଜ ଗିରଫ
- ଆଜିଠୁ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ,ବୈଠକକୁ ଉଦଘାଟନ କରିବେ ରାଷ୍ଟ୍ରୀୟ ସାଧାରଣ ସଂପାଦକ ସୁନୀଲ ବଂଶଲ
- ମଣିଷ ଗଢ଼ୁଥିବା ଗୁରୁଙ୍କୁ ସମ୍ମାନର ଦିନ , ଗୁରୁ ଦିବସ ପାଇଁ ଚଳଚଞ୍ଚଳ ବିଭିନ୍ନ ଶିକ୍ଷାନୁଷ୍ଠାନ
- ଚାଷୀଙ୍କ ଖାତାରେ ସିଏମ କିଷାନର ପଞ୍ଚମ କିସ୍ତି , ଡିବିଟି ମାଧ୍ୟମରେ ଚାଷୀଙ୍କ ଖାତାକୁ ଗଲା ଟଙ୍କା
- ଲକ୍ଷ୍ମୀସାଗର ବ୍ରହ୍ମାକୁମାରୀ ସେଣ୍ଟରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପାଳିତ: ଦିବ୍ୟ ଗୁଣ ଧାରଣ ପାଇଁ ଆହ୍ୱାନ
- ମହାକାଶରେ ଭାରତର ନୂଆ ଆଖି । EOS-05ର ସଫଳ ଉତକ୍ଷେପଣ
- ଏଣିକି ଜମି କିଣାବିକା ପଞ୍ଜୀକରଣ ଦଲିଲ ମାତ୍ର ଚାରି ପୃଷ୍ଠାରେ ସୀମିତ ରହିବା ସହ ସେଲ୍ ଡିଡ୍ ରେଜିଷ୍ଟ୍ରେସନ ସମ୍ପୂର୍ଣ୍ଣ ପେପରଲେସ୍ ହେବ
- ଓଡ଼ିଶା ଯାତ୍ରୀ ସୁରକ୍ଷା ଆପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
Prev Post
Next Post