ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଶପଥପାଠ କରାଇଛନ୍ତି। ଲଗାତର ୬ ଥର ବିଜେଡିର ଏମ୍ପି ହୋଇଥିବା ବେଳେ ଭର୍ତ୍ତୃହରି ଗତ ନିର୍ବାଚନରେ ଭାଜପାରେ ମିଶି ମଧ୍ୟ ବିଜୟ ଲାଭ କରିଥିଲେ। ଲଗାତର ୭ ଥରର ଏମ୍ପି ଭର୍ତ୍ତୃହରି ନବନିର୍ବାଚିତ ଏମ୍ପିଙ୍କୁ ଶପଥ ପାଠ କରାଇବେ।ସୂଚନାଯୋଗ୍ୟ, ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ହରେକୃଷ୍ଣ ମହତାବଙ୍କ ପୁଅ ଭର୍ତ୍ତୁହରି ୧୯୯୮ରୁ ସମ୍ମାନଜନକ କଟକ ସଂସଦୀୟ କ୍ଷେତ୍ରରୁ ପ୍ରତିନିଧିତ୍ୱ କରିଆସୁଛନ୍ତି। ସେ ୨୦୧୪ରୁ ୨୦୧୯ ପର୍ଯ୍ୟନ୍ତ ଲୋକ ସଭାରେ ବିଜେଡିର ଫ୍ଲୋର ନେତା ମଧ୍ୟ ରହିଥିଲେ। ୧୯୯୮ରୁ ୧୯୯୯, ୨୦୦୪, ୨୦୦୯, ୨୦୧୪ ଏବଂ ୨୦୧୯ ପର୍ଯ୍ୟନ୍ତ ସେ ୬ଥର ଲୋକ ସଭାକୁ ନିର୍ବାଚି ହୋଇଛନ୍ତି।ଭର୍ତ୍ତୁହରି ୨୦୧୭ରେ ସମ୍ମାନଜନକ ଉଲ୍ଲେଖନୀୟ ସଂସଦୀୟ ପୁରସ୍କାର ବି ପାଇଥିଲେ। ତାଙ୍କୁ ୨୦୧୭, ୨୦୧୮, ୨୦୧୯ ଏବଂ ୨୦୨୦ରେ ସଂସଦ ରତ୍ନ ପୁରସ୍କାର ମଧ୍ୟ ପ୍ରଦାନ କରାଯାଇଥିଲା।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Prev Post
Next Post