ଭଣ୍ଡାରୀପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ଘରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)ର ଚଢ଼ାଉ ହୋଇଥିବା ନେଇ ସୂଚନା ମିଳିଛି। ଇଡି ପକ୍ଷରୁ ଭଦ୍ରକ ସହର ୪ ସ୍ଥାନରେ ଚଢ଼ାଉ ଜାରି ରହିଛି। ତେବେ ପ୍ରଫୁଲ୍ଲଙ୍କ ମୋଟ ୧୦ଟି ସ୍ଥାନରେ ଚଢ଼ାଉ ଜାରି ରହିଥିବା ଜଣାପଡିଛି। ୨୦ କୋଟି ଜମି କେଳେଙ୍କାରୀ ଅଭିଯୋଗରେ ଇଡି ପକ୍ଷରୁ ଏହି ରେଡ କରାଯାଇଥିବା ସୂଚନା ରହିଛି ।
Trending
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
- ୭୫ ବର୍ଷରେ ପାଦ ପାଦ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ଭଣ୍ଡ ସନ୍ନ୍ୟାସୀ କିଏ?
- ୯୧୩ଟି ନୂତନ ଅଙ୍ଗନୱାଡି କେନ୍ଦ୍ରର ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
- ବିହାରର ପୂର୍ଣ୍ଣିଆରେ ୪୦,୦୦୦ କୋଟିର ବିକାଶମୂଳକ କାର୍ଯ୍ୟର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
Prev Post
Next Post