କଂଗ୍ରେସ ସାଂସଦ ରାହୁଲ ଗାନ୍ଧି କହିଛନ୍ତି ଯେ ବିରୋଧୀ ଏକଜୁଟ ହେଲେ ଆଗାମୀ ଲୋକସଭା ନିର୍ବାଚନରେ ବିଜେପି ପାଇଁ ଜିତିବା ଅସମ୍ଭବ ହୋଇପଡ଼ିବ। ଆଗାମୀ ସାଧାରଣ ନିର୍ବାଚନରେ ଆଇଏନଡିଆଇଏ ବ୍ଲକ୍ ବିଜେପିକୁ ପରାସ୍ତ କରିବ ବୋଲି ସେ ନିଶ୍ଚିତ । ଶ୍ରୀ ଗାନ୍ଧି ମେଣ୍ଟର ନେତାମାନଙ୍କୁ ଧନ୍ୟବାଦ ଜଣାଇବା ସହ କହିଛନ୍ତି, ‘‘ଏହି ମେଣ୍ଟର ପ୍ରକୃତ କାମ ହେଉଛି ନେତାମାନଙ୍କ ମଧ୍ୟରେ ଗଢି ଉଠିଥିବା ସମ୍ପର୍କକୁ ବଜାୟ ରଖିବା । ମୁଁ ନିଶ୍ଚିତ ଭାବରେ କହିପାରିବି ଯେ ଏହି ଦୁଇଟି ବୈଠକ ସମସ୍ତ ନେତାଙ୍କ ମଧ୍ୟରେ ସମ୍ପର୍କ ସ୍ଥାପନ କରିବା ସହ ଏକାଠି କାମ କରିବାକୁ ସୁନିଶ୍ଚିତ କରିବା ଦିଗରେ ଉଲ୍ଲେଖନୀୟ କାର୍ଯ୍ୟ କରିଛି।’’ମୁମ୍ବାଇରେ ଆଇଏନଡିଆଇଏ ମେଣ୍ଟର ଦୁଇ ଦିନିଆ ବୈଠକ ପରେ ମିଳିତ ସାମ୍ବାଦିକ ସମ୍ମିଳନୀରେ କଂଗ୍ରେସ ନେତା ରାହୁଲ ଗାନ୍ଧି କହିଛନ୍ତି, ଏହି ମଞ୍ଚ ଭାରତୀୟ ଜନସଂଖ୍ୟାର ୬୦ ପ୍ରତିଶତ ପ୍ରତିନିଧିତ୍ୱ କରୁଛି ।
Trending
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
- କାର୍ଯ୍ୟରତ ସାମ୍ବାଦିକଙ୍କ ଅକାଳ ମୃତ୍ୟୁ ଘଟିଲେ, ସେମାନଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା
- ଦେଶର ପ୍ରଥମ ଉପରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଜୟନ୍ତୀ ପାଳିତ
- ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ, ଚଳିତ ମାସ ୧୫ ତାରିଖ ସକାଳ ୯ଟା ୪୦ରୁ ୯ଟା ୫୪ ମଧ୍ୟରେ ଲଗ୍ନ ସ୍ଥିର
- ପିଲାଦିନକୁ ମରିବାକୁ ଦେବା ଉଚିତ୍ ନୁହେଁ ବରଂ ବଞ୍ଚାଇ ରଖିବା ହେଉଛି ଶିକ୍ଷକଙ୍କ କାମ – ମୋଦୀ
- ଯୁଦ୍ଧ ସମୟରେ ସବୁଠାରୁ ଦୀର୍ଘ ସମୟ ପ୍ରଧାନମନ୍ତ୍ରୀ ରହିବାର ରେକର୍ଡ କଲେ ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି, ମୋଦୀ ଜଣାଇଲେ ଶୁଭେଚ୍ଛା
- ଆନ୍ଦୋଳନକାରୀଙ୍କ ବାପାଙ୍କୁ ଆକ୍ରମଣ କରି ଗୁରୁତର ଆହତ କରିଥିବା ଅଭିଯୋଗରେ ଇନଫ୍ଲୁଏନ୍ସର ସ୍ୱତନ୍ତ୍ର ଭରଦ୍ୱାଜ ଗିରଫ
- ଆଜିଠୁ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ,ବୈଠକକୁ ଉଦଘାଟନ କରିବେ ରାଷ୍ଟ୍ରୀୟ ସାଧାରଣ ସଂପାଦକ ସୁନୀଲ ବଂଶଲ