ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ସମ୍ପୂର୍ଣ୍ଣ ଗ୍ରାଣ୍ଡ ଆଲାଇନ୍ସ ‘ଇଣ୍ଡିଆ‘ ସହ ଅଛନ୍ତି ଏବଂ ସାତଜନ୍ମରେ ମଧ୍ୟ ଭାଜପା ସହ ମେଣ୍ଟ କରିବେ ନାହିଁ ବୋଲି ଜେଡିୟୁ ସଭାପତି ଲଲନ ସିଂ ଗୁରୁବାର କହିଛନ୍ତି। ନୀତୀଶ କୁମାର ତାଙ୍କ ମତ ବଦଳାଉଛନ୍ତି ବୋଲି ଏକ ମିଥ୍ୟା ଭାବନା ସୃଷ୍ଟି କରିବା ପାଇଁ ଭାଜପା ଏକ ଅଭିଯାନ ଚଲାଇଥିବା ଅଭିଯୋଗ କରିଛନ୍ତି।
ଭାରତୀୟ ଜନତା ପାର୍ଟି (ଭାଜପା) ଦେଶର ଲୋକଙ୍କୁ ଦେଇଥିବା ପ୍ରତିଶ୍ରୁତି ପୂରଣ ହୋଇଛି କି ନାହିଁ ବୋଲି ସେ ପ୍ରଶ୍ନ କରିଛନ୍ତି। ଜନତା ଦଳ-ୟୁନାଇଟେଡ (ଜେଡିୟୁ) ନେତା ନୀତୀଶ କୁମାର ଏକ ବର୍ଷ ପୂର୍ବେ ଭାଜପା ସହ ସମ୍ପର୍କ ଭାଙ୍ଗି ବିହାରରେ ଏକ ନୂତନ ମହାଗଠବନ୍ଧନର ସରକାର ଗଠନ କରିଥିଲେ।
Trending
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
- ଅସହ୍ୟ ଗରମ କାରଣରୁ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା,ଏପ୍ରିଲ ୨୧ ପର୍ଯ୍ୟନ୍ତ ଛୁଟି ଘୋଷଣା କଲେ ଜିଲ୍ଲାପାଳ
- ସଂସଦରେ ବିଳମ୍ବିତ ରାତିରେ ମହିଳା ସଂରକ୍ଷଣ ବିଲ 2023 ଲାଗୁ
Prev Post