ଆଜି କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଧ୍ୟପ୍ରଦେଶ ଗସ୍ତ କରିବେ। ଏହି ସମୟରେ ଶାଜାପୁର ଜିଲାର କାଲାପିପଲ ବିଧାନସଭା ନିର୍ବାଚନମଣ୍ଡଳୀରେ ରାହୁଲ ଗାନ୍ଧୀ ଏକ ସାଧାରଣ ସଭାରେ ସମ୍ବୋଧିତ କରିବେ। ଏଥିରେ ସେ ମଧ୍ୟପ୍ରଦେଶ ସରକାରଙ୍କୁ ଦୁର୍ନୀତି ଏବଂ ମହିଳାଙ୍କ ସୁରକ୍ଷା ପ୍ରସଙ୍ଗରେ ଟାର୍ଗେଟ୍ କରିପାରନ୍ତି। ଏହି ସାଧାରଣ ସଭାରେ ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ କଂଗ୍ରେସ ରାଜ୍ୟ ସଭାପତି କମଳ ନାଥ, ମଧ୍ୟପ୍ରଦେଶ ପ୍ରଭାରୀ ରଣଦୀପ ସିଂ ସୁରଜେୱାଲାଙ୍କ ସମେତ ବହୁ ପୂର୍ବତନ ମନ୍ତ୍ରୀ ଏବଂ ରାଜ୍ୟ ଅଧିକାରୀ ସାମିଲ ହେବେ ।
Trending
- ରାଜ୍ୟ କ୍ୟାବିନେଟ ବୈଠକରେ ୪ ଟି ପ୍ରସ୍ତାବକୁ ମିଳିଛି ଅନୁମୋଦନ
- ନବୀନ ନିବାସରେ ରାଜ୍ୟପାଳ ହରିବାବୁ କମ୍ଭମପତି
- ପୁଲିସ୍ ଏସ୍ଆଇଙ୍କୁ ମାଡ଼ିବସିଲା ଭିଜିଲାନ୍ସ
- ବାୟୁ ପ୍ରତିରକ୍ଷା ଯୁଦ୍ଧାସ୍ତ୍ର ପ୍ରଣାଳୀର ପ୍ରଥମ ସଫଳ ପରୀକ୍ଷଣ
- ପୂର୍ବାଞ୍ଚଳ ବେସାମରିକ ବିମାନ ଚଳାଚଳ ସମ୍ମିଳନୀ
- ଗଣତନ୍ତ୍ରରେ ଲୋକଙ୍କ ସମସ୍ୟାର ସମାଧାନ ପାଇଁ ବିଚାର ମନ୍ଥନ ହେଉଛି ସର୍ବୋତ୍ତମ ଉପାୟ
- ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ବୃଦ୍ଧି ପାଇଛି,୮ଟି ଫାଟକ ବନ୍ୟାଜଳ ନିଷ୍କାସନ
- ଯୌତୁକ ପାଇଁ ନିକ୍କିଙ୍କୁ ଜାଳିଥିଲା, ଏବେ ପୁଲିସ କଲା ଏନକାଉଣ୍ଟର
- ସମ୍ବଲପୁରରେ ହେବ ଓୟୁଏଟିର କ୍ୟାମ୍ପସ
- ବୁଲା କୁକୁରଙ୍କୁ ମାଂସ ଦିଆଯିବ ନାହିଁ
Prev Post
Next Post