ସୋମବାର ସଂଧ୍ୟାରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶପଥ ନେବେ । ତେବେ କିଏ ମୁଖ୍ୟମନ୍ତ୍ରୀ ହେବ ତାଙ୍କ ନାମ ଘୋଷଣା କରିନି ବିଜେପି । ବିଜେପି ସରକାରର ଶପଥ ଗ୍ରହଣ ଉତ୍ସବ ଜନତା ମଇଦାନରେ ଅନୁଷ୍ଠିତ ହେବ । ଏହି ଶପଥ ଗ୍ରହଣ ଉତ୍ସବରେ ମୁଖ୍ୟମନ୍ତ୍ରୀଙ୍କ ସମେତ ମନ୍ତ୍ରୀମାନେ ଶପଥ ନେବେ। ଓଡ଼ିଶାର ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ବିଜେପିର ସଂସଦୀୟ ବୋର୍ଡ ନେବ ବୋଲି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି। ଦିଲ୍ଲୀରୁ ଫେରିବା ପରେ ଶ୍ରୀ ସାମଲ କହିଛନ୍ତି, ମୁଁ ନିର୍ବାଚନ ହାରିଥିବାରୁ ମୁଖ୍ୟମନ୍ତ୍ରୀ ରେସ୍ରେ ନାହିଁ। ଓଡ଼ିଶାର ମୁଖ୍ୟମନ୍ତ୍ରୀ କିଏ ହେବ ସେନେଇ ସଂସଦୀୟ ବୋର୍ଡ ବୈଠକ ବସି ନିଷ୍ପତ୍ତି ନେବ। ଏପର୍ଯ୍ୟନ୍ତ କିଛି ସ୍ଥିର ହୋଇନି।
Trending
- ନବ ନିର୍ମିତ ତାଳବଣିଆ ଥାନା କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଓଡ଼ିଶା ପାଇଁ ହେବାକୁ ଥିବା ରାଜ୍ୟସଭା ଉପନିର୍ବାଚନରେ ଦେବାଶିଷଙ୍କୁ ପ୍ରାର୍ଥୀ କଲା ବିଜେପି
- ଭାରତ ଓ ରୁଷ ମଧ୍ୟରେ ବଡ଼ ଧରଣର ବିମାନ ଚୁକ୍ତି ସ୍ୱାକ୍ଷରିତ
- ପୁରୀରେ ବ୍ରିକ୍ସ ରାଷ୍ଟ୍ର ସମୂହର ସମ୍ମିଳନୀକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- କନଷ୍ଟେବଳ ସୌମ୍ୟ ରଞ୍ଜନ ସ୍ବାଇଁଙ୍କ ହତ୍ୟା ମାମଲା: ବରିଷ୍ଠ ଆଇପିଏସ୍ ଙ୍କୁ ଆଜି ଅତିଥି ଭବନରେ ଜେରା କରିପାରେ NHRC
- ବିହାରର ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁରେ ଭୟଙ୍କର ଅଗ୍ନିକାଣ୍ଡ, 4 ମୃତ , କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
- ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ଘଟଣା: ସାଙ୍ଗ ଓ ଦୁଇ ଅଭିଯୋଗକାରୀ ଯୁବତୀଙ୍କୁ ପଚରା ଉଚରା କଲା NHRC ଟିମ୍
- ରୁପାଲି ଛକ ନିକଟରେ କୁଢ଼ କୁଢ଼ ଅଳିଆ ଓ ମଦ ବଟଲ ଦେଖି ରାଗିଗଲେ ଭୁବନେଶ୍ୱର ମେୟର
- ଦିଲ୍ଲୀର ମାଲବ୍ୟ ନଗରରେ ଥିବା ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ, ନିଆଁ ଲାଗି ୨୦ ଜଣଙ୍କ ମୃତ୍ୟୁ,ଏକାଧିକ ଗୁରୁତର
- ଆଜିଠୁ ପୁରୀରେ ଆରମ୍ଭ ହେବ ବ୍ରିକ୍ସ ସମ୍ମିଳନୀ,ବିପର୍ଯ୍ୟୟ ମୁକାବିଲାର ଗୁରୁମନ୍ତ୍ର ଶିଖାଇବ ଓଡ଼ିଶା
Prev Post
Next Post