ଇଭିଏମ ଭାଙ୍ଗିବା ଘଟଣାରେ ଗିରଫ ହୋଇଥିବା ପ୍ରଶାନ୍ତ ଜଗଦେବ ଅସୁସ୍ଥ ହେବାରୁ ତାଙ୍କୁ ମେଡିକାଳରେ ଭର୍ତ୍ତି କରାଯାଇଛି । ଜେଲରେ ଥିବା ବେଳେ ସେ ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ କଟକ ଏସସିବି ମେଡିକାଲକୁ ଚିକିତ୍ସା ପାଇଁ ଅଣାଯାଇଛି । ଗତକାଲି ବିଳମ୍ବିତ ରାତିରେ ଖୋର୍ଦ୍ଧା ଜେଲରୁ ଏସସିବି ଆଣି ଭର୍ତ୍ତିକ କରିଛନ୍ତି ଜେଲ୍ କର୍ମଚାରୀ ନ୍ୱର୍ତ୍ତମାନ ମେଡିସିନ୍ ୱାର୍ଡ ଆଇସିୟୁରେ ତାଙ୍କର ଚିକିତ୍ସା କରାଯାଉଥିବା ଜାଣିବାକୁ ମିଳିଛି । ସୂଚନା ଅନୁସାରେ, ଚଳିତ ନିର୍ବାଚନରେ କାଉଁରୀପାଟଣା ବୁଥ ଗଣ୍ଡଗୋଳ ମାମଲାରେ ତାଙ୍କୁ ଗିରଫ କରାଯାଇଛି । ତେବେ ଏହି ମାମଲା ଏବେ ଓଡ଼ିଶା ରାଜନୀତିକୁ ସରଗରମ କରିଥିବା ବେଳେ ବିଜେଡି ବିଜେପି ମଧ୍ୟରେ ରାଜନୀତି ଯୁଦ୍ଧ ଆହୁରି ବଢିଯାଇଛି ।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ