ଯେତିକି ସମୟରେ ଲୋକେ ମରିଛନ୍ତି ସେତିକି ସମୟରେ କାହାର ଧର୍ମ ପଚାରି ହେବନାହିଁ ବୋଲି ବିବାଦୀୟ ମନ୍ତବ୍ୟ ଦେଇଛନ୍ତି ସୁଲତା

ପୁଣିଥରେ ବିବାଦୀୟ ବୟାନ ଦେଇ ଚର୍ଚ୍ଚାକୁ ଆସିଛନ୍ତି ବିଜେଡି ସାଂସଦ ସୁଲତା ଦେଓ । ପହଲଗାମରେ ଆତଙ୍କବାଦୀଙ୍କ ଆକ୍ରମଣର ଶିକାର ହୋଇ ପ୍ରାଣ ହରାଇଥିବା ଲୋକଙ୍କୁ ଉପହାସ କରିଛନ୍ତି ସୁଲତା । ଯେତିକି ସମୟରେ ଲୋକେ ମରିଛନ୍ତି ସେତିକି ସମୟରେ କାହାର ଧର୍ମ ପଚାରି ହେବନାହିଁ ବୋଲି ବିବାଦୀୟ ମନ୍ତବ୍ୟ ଦେଇଛନ୍ତି ସୁଲତା ।

Leave a comment