ଦୀପାବଳି ପୂର୍ବରୁ ଉତ୍ତରପ୍ରଦେଶରେ ଯୋଗୀ ଆଦିତ୍ୟନାଥ ସରକାରୀ କର୍ମଚାରୀଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସୋସିଆଲ ମିଡିଆ ଏକ୍ସରେ ପୋଷ୍ଟ କରି ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଉତ୍ତର ପ୍ରଦେଶର ପ୍ରଗତିରେ ଯୋଗଦାନ ଦେଉଥିବା ସମସ୍ତ ରାଜ୍ୟ କର୍ମଚାରୀ, ସହାୟକ ଶିକ୍ଷାଗତ ଏବଂ ବୈଷୟିକ ଶିକ୍ଷାନୁଷ୍ଠାନ, ସହରୀ ସଂସ୍ଥା, ୟୁଜିସି କର୍ମଚାରୀ ଏବଂ ପେନଶନଭୋଗୀଙ୍କୁ ମୌଳିକ ବେତନର ୪୬% ହାରରେ ମହଙ୍ଗା ଭତ୍ତା ପ୍ରଦାନ କରାଯିବ।
Trending
- ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
- ୭୫ ବର୍ଷରେ ପାଦ ପାଦ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ଭଣ୍ଡ ସନ୍ନ୍ୟାସୀ କିଏ?
- ୯୧୩ଟି ନୂତନ ଅଙ୍ଗନୱାଡି କେନ୍ଦ୍ରର ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା