ରାଜସ୍ଥାନରେ ଆରମ୍ଭ ହେବ ଭଜନଲାଲ ସରକାର

ଆଜି ଶପଥ ନେବେ

ଆଜି ଶପଥ ନେବେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ । ରାଜସ୍ଥାନରେ ଆରମ୍ଭ ହେବ ଭଜନଲାଲ ସରକାର। ଜୟପୁରର ରାମ ନିବାସ ବାଗରେ ସକାଳ ୧୧ଟା ୧୫ ମିନିଟରେ ଶପଥ ସମାରୋହ ଆୟୋଜିତ ହେବ । ମୁଖ୍ୟମନ୍ତ୍ରୀ ଭଜନଲାଲ ଶର୍ମାଙ୍କ ସହ ଦୀୟା କୁମାରୀ ଓ ପ୍ରେମଚାନ୍ଦ ବୈରୱା ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ । ରାଜ୍ୟପାଳ କାଲରାଜ ମିଶ୍ର ଶପଥ ପାଠ କରାଇବେ ।