ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ରାଜ୍ୟର ୩,୧୪,୯୨୩ ପରିବାରର ୯,୯୭,୦୫୫ ଜଣ ବ୍ୟକ୍ତି ଅନ୍ତର୍ଭୁକ୍ତ ହୋଇଛନ୍ତି। ଯେଉଁମାନେ ପ୍ରତ୍ୟେକ ମାଗଣାରେ ମାସକୁ ୫ କେଜି ଲେଖାଏଁ ଚାଉଳ ପାଉଛନ୍ତି। ସେମାନଙ୍କ ପାଇଁ ଖୁସି ଖବର ଯୋଜନାର ଅବଧି ଆଉ ୫ ବର୍ଷ ବଢିବ। ଏହି ଯୋଜନାରେ ଲାଭବାନ ହେଉଛନ୍ତି ରାଜ୍ୟର ୩,୧୪,୯୨୩ ପରିବାର।୨୦୨୪ ଜାନୁଆରୀ ୧ ଠାରୁ ୨୦୨୯ ଡିସେମ୍ବର ୩୧ ପର୍ଯ୍ୟନ୍ତ ଏହି ସୁବିଧା ପାଇବେ ରାଜ୍ୟର ସମସ୍ତ ହିତାଧିକାରୀ। ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ୨୫୦ କୋଟି ଟଙ୍କା ହିସାବରେ ୫ ବର୍ଷରେ ୧୨୫୦ କୋଟି ଟଙ୍କା ନିଜ ପାଣ୍ଠିରୁ ଖର୍ଚ୍ଚ କରିବେ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post
Next Post