ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବିଜୁ ଜନତା ଦଳ ବିଧାୟକ ଦଳ ବୈଠକ ବସିଛି । ସୋମବାରଠାରୁ ଆରମ୍ଭ ହେଉଛି ବିଧାନସଭାର ବଜେଟ ଅଧିବେଶନ । ଏହାପୂର୍ବରୁ ବିଜେଡି ତାର ରଣନୀତି ପ୍ରସ୍ତୁତ କରି ସାରିଛି ।ବିଶେଷ ସୂତ୍ରରୁ ଜଣାପଡିଛି ଯେ, ବିଜେଡି ପକ୍ଷରୁ ଏସଓଙ୍କୁ ମାଡ ଘଟଣା ଓ ବାଲେଶ୍ବର ହିଂସା ଏବଂ ଦରବୃଦ୍ଧି, ରଥଯାତ୍ରାରେ ପରିଚାଳନା, ଆଇନଶୃଙ୍ଖଳା ପରିସ୍ଥିତିକୁ ନେଇ ବିଜୁ ଜନତା ଦଳ ସରକାରଙ୍କୁ ଘେରିବ ବୋଲି ଜଣାପଡିଛି ।ବୈଠକରେ ସାମ୍ପ୍ରତିକ ଘଟଣାବଳୀ ସମ୍ପର୍କରେ ଆଲୋଚନା କରାଯିବା ସହ ଆଗାମୀ ବିଧାନସଭା ଅଧିବେଶନରେ ଦଳର ରଣନୀତି ପ୍ରସଙ୍ଗ ନେଇ ଆଲୋଚନା କରାଯାଇଛି । ଜୁଲାଇରୁ ବିଜେପି ୩୦୦ ୟୁନିଟ ମାଗଣା ବିଜୁଳି ପାଇଁ ବିଜେପି ପ୍ରତିଶ୍ରୃତି ଦେଇଥିଲା । ଏ ସମ୍ପର୍କରେ ବି ସରକାରଙ୍କୁ ବିଜେଡି ଜବାବ ମାଗିବ ।
Trending
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
Prev Post
Next Post